ସେବକ ପ୍ରଶିକ୍ଷଣ ଶିବିର ଆରମ୍ଭ; ସେବାୟତଙ୍କୁ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକଙ୍କ ୧୦ଟି ଗୁରୁତ୍ୱପୂର୍ଣ୍ଣ ପରାମର୍ଶ

ପୁରୀ (ଅନିମେଶ ପଟ୍ଟନାୟକ): ଶ୍ରୀମନ୍ଦିର ପ୍ରଶାସନ ଆନୁକୂଲ୍ୟରେ ଆଜିଠାରୁ ଦୁଇଦିନିଆ ସେବକ ପ୍ରଶିକ୍ଷଣ ଶିବିର ତଥା ଆଲୋଚନାଚକ୍ର ନୀଳାଦ୍ରି ଭକ୍ତନିବାସ ଠାରେ ଆରମ୍ଭ ହୋଇଛି । ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ଅରବିନ୍ଦ ପାଢ଼ୀ,ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ…

ଓଡ଼ିଆ ଭାଷାରେ ନାମଫଳକ ଲେଖିବା ପାଇଁ ଜିଲ୍ଲା ଏବଂ ବ୍ଲକ ସ୍ତରରେ ଆୟୋଜିତ ହେଲା ସଚେତନତା ପଦଯାତ୍ରା

  ବରଗଡ /ବିଜେପୁର ଓଡ଼ିଆ ଆମ ଭାଷା, ଆମ ରାଜ୍ୟ ଭାଷା ଭିତ୍ତିକ ରାଜ୍ୟ, ଓଡ଼ିଆ ଭାଷାକୁ ନେଇ ଆମ ପରିଚୟ । ହେଲେ ସଚେତନତା ଅଭାବ ଓ ନିଜ ଭାଷା ପ୍ରତି ଆଗ୍ରହ ନଥିବାରୁ ଆଜି ବି ଅଧିକାଂଶ ଦୋକାନ ବଜାରରେ ଲାଗିଥିବା ନାମ ଫଳକରେ ଓଡ଼ିଆ ଭାଷାର ବ୍ୟବହାର ହେଉନାହିଁ । ତେବେ ଆମ ଭାଷାର ମର୍ଯ୍ୟାଦା ଓ…

ପୁଲିସ କାହା ନିର୍ଦ୍ଦେଶରେ ବିଧାନସଭାର ଗୃହ ମଧ୍ୟକୁ ପ୍ରବେଶ କରିଥିଲେ – ପ୍ରସାଦ

ବିଜେଡ଼ି ଓ ବିଜେପି ମଧ୍ୟରେ ଥିବା ସନ୍ଧି ଉଭୟ ସଂସଦ ଓ ବିଧାନ ସଭାରେ ଦେଖୁବାକୁ ମିଳିଲା - ତାରା ରାଜାଚକ୍ର ଆକାଉଣ୍ଟରୁ ଏତେ ଟଙ୍କା ବିଜେପି ସଭାପତିଙ୍କ ଖାତାକୁ କାହିଁକି ଯାଇଛି ? - ତାରା ଭୁବନେଶ୍ଵର, ତା ୦୪.୦୪ ରିଖ : -ଭାରତ ବର୍ଷର ଗଣତାନ୍ତ୍ରିକ ଇତିହାସରେ ପ୍ରଥମ ଥର…

କେନ୍ଦ୍ର କ୍ୟାବିନେଟ୍ ଦ୍ୱାରା ଓଡିଶା ପାଇଁ ୨ଟି ରେଳ ପ୍ରକଳ୍ପ ମଞ୍ଜୁର, ବିନିଯୋଗ ହେବ ୫,୧୦୪ କୋଟି ଟଙ୍କା

ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି (CCEA) ଆଜି ସାରା ଦେଶରେ ୪ଟି ରେଳ ପ୍ରକଳ୍ପ ମଞ୍ଜୁର କରିଥିବା ବେଳେ, ସେଥିରୁ ୨ଟି ପ୍ରକଳ୍ପ ଓଡିଶା ପାଇଁ ଉଦ୍ଦିଷ୍ଟ ।…

ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟ ରେ ମୌଳିକ ସଂଖ୍ୟାଜ୍ଞାନ ଷ୍ଟେସନ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡ଼ୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟ ରେ ମୌଳିକ ସଂଖ୍ୟା ଜ୍ଞାନ ଷ୍ଟେସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନଶିକ୍ଷୟିତ୍ରୀ କୁମୁଦିନୀ ମହାନନ୍ଦ…

ଓଡ଼ିଆ ଭାଷା,ସାହିତ୍ୟ ଓ ପରମ୍ପରା ସମୃଦ୍ଧି ଆମ ସମସ୍ତଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ

ଓଡ଼ିଆରେ ନାମ ଫଳକ ଅଭିଯାନ ନିମନ୍ତେ ପଦଯାତ୍ରା  ସୁବର୍ଣ୍ଣପୁର,ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ପୌର ପରିଷଦ, ବିନିକା ଏବଂ ତରଭା ବିଜ୍ଞାପିତ ଅଞ୍ଚଳରେ ଶ୍ରମ ବିଭାଗ ସୁବର୍ଣ୍ଣପୁର ଓ ଜିଲ୍ଲା ପ୍ରଶାସନ ର ମିଳିତ ଅନୁକୁଲ୍ୟରେ ଓଡିଶା ପକ୍ଷ ପାଳନ ଅବସରରେ…

ରାୟଗଡ଼ ଜିଲ୍ଲାରେ ଓଡ଼ିଆରେ ନାମ ଫଳକ ଅଭିଯାନ ସଚେତନତା ପଦଯାତ୍ରା।

ରାୟଗଡ:-ତା. ୪/୦୪-ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଧେଶ ଅନୁଯାୟୀ ୧ ଏପ୍ରିଲ ୨୦୨୫ ଠାରୁ ୧୪ ଏପ୍ରିଲ ୨୦୨୫ପର୍ୟ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି।ଏହି ଅବସରରେ ଜିଲ୍ଲା ପ୍ରଶାସନ ଓ ଶ୍ରମ କାର୍ଯ୍ୟାଳୟ ରାୟଗଡ଼ ଙ୍କ ମିଳିତ ସହଯୋଗରେ ଆଜି ଅର୍ଥାତ୍…

ଓଡ଼ିଆ ପକ୍ଷ ପାଳନ ଅବସରରେ “ଓଡ଼ିଆରେ ନାମଫଳକ ଅଭିଯାନ- ସଚେତନତା ପଦଯାତ୍ରା”

ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ )ତା ୦୪.୦୪.୨୦୨୫ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଏପ୍ରିଲ ପହିଲାରୁ ଓଡିଶା ଦିବସ ପାଳନ କରାଯାଇ ଆସନ୍ତା ଏପ୍ରିଲ 14 ତାରିଖ ପର୍ଯ୍ୟନ୍ତ ଜିଲ୍ଲା ପ୍ରଶାସନ, ବିଭିନ୍ନ ବିଭାଗର ମିଳିତ ଆନୁକୁଲ୍ୟରେ ଓଡିଶା ପକ୍ଷ ପାଳନ ନିମନ୍ତେ ବିଭିନ୍ନ…

ନବରଙ୍ଗ ପୁର ଠାରେ”ଓଡ଼ିଆ ରେ ନାମ ଫଳକ ଅଭିଯାନ “କାର୍ଯ୍ୟକ୍ରମ”

ନବରଙ୍ଗପୁର ତା ୦୪.୦୪.୨୦୨୫: ଅଶୋକ ସାହୁ, ଶାସକ ପ୍ରଶାସକ,ଘ ୮.୩୦ ମୀ ସମୟରେ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ଓ ଶ୍ରମ କାର୍ଯ୍ୟାଳୟ ତରଫ ରୁ "ଓଡିଆ ପକ୍ଷ ପାଳନ" ଅବସରରେ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ମାନଙ୍କର ନାମ ଫଳକ ଓଡିଆ ଭାଷାରେ ଲେଖିବା ପାଇଁ ଏକ ସଚେତନତା ପଦଯାତ୍ରା…

ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ତରଫରୁ ଓଡ଼ିଆରେ ନାମଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟ ସରକାରଙ୍କ ତରଫରୁ ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ତରଫରୁ ଓଡ଼ିଆରେ ନାମଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ…