ସମ୍ଭାବ୍ୟ ବାତ୍ୟା ‘ଅକ୍ଭାନ୍’ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ
ଶୂନ୍ୟ ଜୀବନହାନି ଲକ୍ଷ୍ୟ ହାସଲ ପାଇଁ ସତର୍କତା, ସୁରକ୍ଷିତ ସ୍ଥାନାନ୍ତରଣ ଓ ତ୍ୱରିତ ପଦକ୍ଷେପ ଉପରେ ଗୁରୁତ୍ୱାରୋପ
ଭଞ୍ଜନଗର ରୁ (ଉଦୟନାଥ ପଣ୍ଡା ) ଶାସକ ପ୍ରଶାସକ:: ସମ୍ଭାବ୍ୟ ବାତ୍ୟା ‘ଅକଭାନ୍’କୁ ଦୃଷ୍ଟିରେ ରଖି ଭଞ୍ଜନଗର ଅଞ୍ଚଳରେ ଚାଲିଥିବା ପ୍ରସ୍ତୁତି ଓ ମୁକାବିଲା ବ୍ୟବସ୍ଥାର!-->!-->!-->…