ରାୟଗଡ଼ା ସ୍ବୟଂ ଶାସିତ ମହାବଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ରାୟଗଡ଼ା. ତା: ୨୧/୦୬ - ରାୟଗଡ଼ା ସ୍ଵଂୟ ଶାସିତ ମହାବିଦ୍ୟାଳୟ ଠାରେ ଏକାଦଶ ଆନ୍ତର୍ଜାତୀୟ ଯୋଗ ଦିବସ ( ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ ) ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷା ତଥା ଯୋଗ ପ୍ରଶିକ୍ଷିକା ଡ. ସରସ୍ଵତୀ ରାୟ ଯୋଗର ତାତ୍ପର୍ଯ୍ୟ ବିଷୟରେ ଆଲୋକପାତ କରି…