ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଯାପିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ୧୪ ଜୁନ୍ ୨୦ ପର୍ଯ୍ୟନ୍ତ ସାତଦିନ ଧରି ଆୟୋଜିତ ଜିଲ୍ଲାସ୍ତରୀୟ ବିକାଶ ମେଳା , ପାରମ୍ପାରିକ ଖାଦ୍ୟ ମେଳା ଓ ଆମ୍ବ ମେଳା ଆଜି ଉଦଯାପିତ ହୋଇଯାଇଛି। ଏହି…