ଭାରତୀୟ ଜ୍ଞାନ ପରମ୍ପରାର ଏଆଇ ମଡେଲିଂ ହେବା ଆବଶ୍ୟକ – ଧର୍ମେନ୍ଦ୍ର ପ୍ରଧାନ
• ଆଇସିପିଆରର ଗବେଷଣା ପୁସ୍ତକ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ• ଆଇସିପିଆର ବିଗତ ୫ ଦଶକ ଧରି ଭାରତୀୟ ଜ୍ଞାନ ପ୍ରବାହକୁ ସମୃଦ୍ଧ କରିଆସୁଛି • ଆଦିମାନବ କାଳରୁ ଏଆଇ ଯୁଗ ପର୍ଯ୍ୟନ୍ତ, ଆମର ଚିନ୍ତାଧାରା, ସାମାଜିକ ବ୍ୟବସ୍ଥା ଏବଂ ପଦ୍ଧତିଗୁଡ଼ିକର କେନ୍ଦ୍ରରେ ମନୁଷ୍ୟ ରହିଛି…