ମୋଟରସାଇକେଲ୍ ଦୁର୍ଘଟଣାରେ ଯୁବକ ଗୁରୁତର

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଆଜି ସକାଳେ ଏକ ମୋଟରସାଇକେଲ୍ ଦୁର୍ଘଟଣାରେ ବେଲଗୁଣ୍ଠା ଅଞ୍ଚଳର ଜଣେ ଯୁବକ ଗୁରୁତର ଆହତ ହୋଇ ବ୍ରହ୍ମପୁର ମେଡିକାଲ୍ କୁ ସ୍ଥାନାନ୍ତର ହୋଇଥିବା ସୂଚନା ମିଳିଛି I ସୂଚନା ପ୍ରକାରେ ଆଜି ସକାଳ ୧୧ ଘଣ୍ଟା ୨୦ ମିନିଟ୍ ସମୟରେ ବେଲଗୁଣ୍ଠା ଆଳିଆ ସାହିର ବାଦଲ…

ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ସୋଆ ଆଇବିସିଏସରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ଜୁନ୍ ୧୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଟ୍ୟୁଟ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍) ପକ୍ଷରୁ ଏକାଦଶ ଆନ୍ତର୍ଜାତିକ ଯୋଗ ଦିବସ ପରିପ୍ରେକ୍ଷୀରେ ଜୁନ୍ ୯ ରୁ ୧୩ ତାରିଖ ପର୍ଯ୍ୟନ୍ତ ୫ ଦିନ ବ୍ୟାପୀ ଏକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଯାଇଛି ।…

ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଆୟୋଜିତ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା…

ଗୁଣପୁରରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:- ତା.୧୬-୦୬-୨୦୨୫ରିଖ ଦିନ ଗୁଣପୁର ଉପ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ରେ ଜିଲ୍ଲାପାଳ, ରାୟଗଡ଼ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ଆରକ୍ଷୀ ଅଧିକ୍ଷକ…

ନବରଙ୍ଗପୁର ଠାରେ ବିକାଶ ମେଳା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ନବରଙ୍ଗପୁର ତା ୧୬.୬.୨୦୨୫ଅଶୋକ ସାହୁ, ଶାସକ ପ୍ରଶାସକ,: ଗତ ୧୪.୬.୨୦୨୫ ରିଖ ରେ ସ୍ଥାନୀୟ ମଣ୍ଡେଇ ପଡିଆ ଠାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ମାନ୍ୟବର ଇସ୍ପାତ ଓ ଖଣି, ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୂତି ଭୂଷଣ ଜେନା ମୁଖ୍ୟ ଅତିଥି ରୂପେ ଯୋଗଦେଇ ଉଦ୍ଘାଟନ କରିଛନ୍ତି।…

ଜିଲ୍ଲାର ବିଭିନ୍ନ ସ୍ଥାନରେ ରଜ ଉତ୍ସବ ପାଳିତ

https://youtu.be/xmudlfCGPlw ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରଜ ପର୍ବ ପାଇଁ ସମଗ୍ର ପାରଳାଖେମୁଣ୍ଡି ସହର ଓ ଆଖପାଖ ଅଞ୍ଚଳ ଉତ୍ସବ ମୁଖର ଓ ଚଳଚଞ୍ଚଳ ହୋଇ ଉଠିଛି। ତିନିଦିନ ଧରି ଏହି ରଜ ପର୍ବ ଅତି ଧୁମ୍ ଧାମରେ ପାଳିତ ହୋଇ ଆସିଥିବା ବେଳେ ଏଥିରେ ଛୋଟ ଝିଅ ମାନଙ୍କ ଠାରୁ…

ବାନ୍ଦୁପଲା ଗ୍ରାମପଞ୍ଚାୟତରେ ରାଜ୍ୟ ସରକାରଙ୍କ “ବର୍ଷ ଏକ, ଉପଲବ୍ଧି ଅନେକ” ଉତ୍ସବ ଅନୁଷ୍ଠିତ

ଟିଟିଲାଗଡ଼/ଶାସକ ପ୍ରଶାସକ (ଘନଶ୍ୟାମ ନାଗ) ଓଡ଼ିଶା ରାଜ୍ୟ ସରକାର ଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ବାନ୍ଦୁପଲା ଗ୍ରାମ ପଞ୍ଚାୟତରେ ଏକ ଉତ୍ସବମୟ ଉପଲବ୍ଧି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶତାଧିକ ସ୍ଥାନୀୟ ଗ୍ରାମବାସୀଙ୍କ…

ଏକ୍ସଟ୍ରିମ୍ ବ୍ଳାଷ୍ଟରସ୍ ଏବଂ ଏସ ଆର ଏସି ଦଳ ସେମିଫାଇନାଲକୁ ଉନ୍ନୀତ

୧୬ତମ ଓଡ଼ଗାଁ କ୍ରିକେଟ ଲିଗ୍ ୨୦୨୫ର ୮ମ ଦିନ ଓଡ଼ଗାଁ, ୧୫।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ମିନି ଷ୍ଟାଡିୟମ ଠାରେ ରଘୁନାଥ ଆଥଲେଟିକ ଆସୋସିଏସନ୍ ଆନୁକୂଲ୍ୟରେ ଆୟୋଜିତ ୧୬ ତମ ଓଡ଼ଗାଁ କ୍ରିକେଟ ଲିଗ୍ (ଓସିଏଲ୍) ୨୦୨୫ ରବିବାର ୮ମ ଦିନରେ ଅନୁଷ୍ଠିତ ୨ ମ୍ୟାଚରେ…

ଜିଲ୍ଲାସ୍ତରୀୟ ବିକାଶ ମେଳା ଦ୍ୱିତୀୟ ସନ୍ଧ୍ୟାର କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲାସ୍ତରୀୟ ବିକାଶ ମେଳା , ପରମ୍ପାରିକ ଖାଦ୍ୟ ମେଳା ଓ ଆମ୍ବ ମେଳାର ଦ୍ଵିତୀୟ ସନ୍ଧ୍ୟା କାର୍ଯ୍ୟକ୍ରମରେ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ନୀଳାଚଳ ସେନାପତି ମତ୍ସ୍ୟ ବିଭାଗ ପକ୍ଷରୁ…

ଶ୍ରୀ ନୃସିଂହନାଥ କୃଷକ ସଙ୍ଗଠନ ତରଫରୁ କୃଷକ ଅଧିକାର ସଚେତନତା ଶିବିର

ବେଲଗୁଣ୍ଠା-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଗୋବରା ସ୍ଥିତ ବୈକୁଣ୍ଠନାଥ ମନ୍ଦିର ପ୍ରାଙ୍ଗଣରେ କୃଷକ, ମଜଦୁର୍ ଏବଂ କଳାକାରଙ୍କ ସର୍ବନିମ୍ନ ମୌଳିକ ସୁବିଧା ସୁଯୋଗ ହାସଲ ସମ୍ପର୍କରେ ଏକ ସଚେତନତା ଶିବିର ଆୟୋଜିତ ହୋଇଯାଇଛି I ଏହି ଅବସରରେ ସହ ସହ କୃଷକ, ମଜଦୁର୍ ଏବଂ କଳାକାରଙ୍କୁ ନେଇ…