ପିଇଓ ସ୍ତ୍ରୀଙ୍କ ପାଇଁ ସ୍ବାମୀ ନେଉଛନ୍ତି ଲାଞ୍ଚ: ଭିଜିଲାନ୍ସ ଜାଲରେ ଦମ୍ପତି

ପଦ୍ମପୁର : ଭିଜିଲାନ୍ସ ଜାଲରେ ପିଇଓ ଓ ତାଙ୍କ ସ୍ଵାମୀ। ସ୍ତ୍ରୀ କରୁଛନ୍ତି ଚାକିରି, ସ୍ବାମୀ ନେଉଛନ୍ତି ଲାଞ୍ଚ। ସ୍ତ୍ରୀଙ୍କ ପାଇଁ ସ୍ବାମୀ ଲାଞ୍ଚ ନେଉଥିବାବେଳେ ଧରା ପଡ଼ିଯାଇଛନ୍ତି ଭିଜିଲାନ୍ସ ହାତରେ। ଏପରି ରୋଚକ ଘଟଣା ଘଟିଛି ବରଗଡ଼ ଜିଲ୍ଲା ପଦମପୁର ବ୍ଲକ୍ ଜ୍ଞାନ ପଞ୍ଚାୟତରେ। ଜଣେ ଗରିବ…

ଡା. ଦେବେନ୍ଦ୍ର ପ୍ରଧାନଙ୍କୁ ସଶ୍ରଦ୍ଧ ‘ଶ୍ରଦ୍ଧାଞ୍ଜଳି’

https://youtu.be/ydWx-qJIDIc   ତାରିଖ - ୨୫.୦୩.୨୦୨୫: ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡା. ଦେବେନ୍ଦ୍ର ପ୍ରଧାନଙ୍କୁ ତାଳଚେର ହାଣ୍ଡିଧୂଆଁ ସ୍ଥିତ ବାସଭବନରେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀଙ୍କ ସମେତ ଉତ୍ତରାଖଣ୍ଡ, ବିହାର ଓ ହରିୟାଣା ସମେତ…

“ବିଦ୍ୟୁତ୍ ଟାରିଫ ଅପରିବର୍ତିତ, ମିଟର ରେଂଟ ଛାଡ଼ କରିବାରୁ ମୁଖ୍ୟମନ୍ତ୍ରୀ ଓ ଶକ୍ତିମନ୍ତ୍ରୀଙ୍କୁ…

ଉପଭୋକ୍ତାଙ୍କ ସ୍ୱାର୍ଥରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ସ୍ୱାଗତଯୋଗ୍ୟ: ସମୀର ମହାନ୍ତି  ରାଜ୍ୟର ଲକ୍ଷଲକ୍ଷ ବିଦ୍ୟୁତ୍ ଉପଭୋକ୍ତା ଲାଭବାନ ହେବେ ଆଗାମୀ ଦିନରେ ଆହୁରି ବିଦ୍ୟୁତ୍ ସଂସ୍କାର କରାଯିବ ଆଗକୁ ଆହୁରି ଉନ୍ନତମାନର ବିଦ୍ୟୁତ ସେବା ଯୋଗାଇ ଦିଆଯିବ ଭୁବନେଶ୍ୱର, ତା.୨୫/୦୩:…

ନବରଙ୍ଗପୁରଠାରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା

ନବରଙ୍ଗପୁର, ଅଶୋକ ସାହୁ, ନବରଙ୍ଗପୁର, ଶାସକ ପ୍ରଶାସକ,୨୫/ ୦୩ /୨୫:ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ନିୟୋଜନ ତଥା ଦକ୍ଷତା ବିକାଶ ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ସ୍ଥାନୀୟ ରାଜା ଚୈତନ୍ୟ ଦେବ ଉଚ୍ଚ ବିଦ୍ୟାଳୟର ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଡଃ ଶୁଭଙ୍କର…

ଗିର୍ଲିଗୁଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୫/୦୩/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଚଚରାଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଗିର୍ଲିଗୁଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ଆମ ସଂସ୍କୃତି ଓ ଆମ ଖେଳନା ଆନୁକୂଲ୍ୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏବିଇଓ ଭଗବାନ ମାଝୀଙ୍କ…

ମୌଳିକ ସାକ୍ଷରତା ପରୀକ୍ଷା ଅନୁଷ୍ଠିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୨୫/୦୩/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ୮ ଟି କ୍ଲଷ୍ଟର ର ୧୬ ଗୋଟି ବିଦ୍ୟାଳୟ ରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଆନୁକୂଲ୍ୟରେ ମୌଳିକ ସାକ୍ଷରତା ପରୀକ୍ଷା ୨୦୨୫…

ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଶିକ୍ଷା ବିଭାଗ ତରଫରୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )- ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟର ଶିକ୍ଷା ବିଭାଗ ତରଫରୁ ଅଧ୍ୟକ୍ଷ ଅଜିତ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ତୃତୀୟ ବର୍ଷ ଛାତ୍ରୀ ମାନଙ୍କର ବିଦାୟ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ସନ୍ତୋଷ…

ପିଆରଏସ୍‍ଆଇ ଭୁବନେଶ୍ୱର ଚାପ୍ଟରର ନୂତନ ଅଧ୍ୟକ୍ଷ ଓ କାର୍ଯ୍ୟକର୍ତ୍ତା ନିର୍ବାଚିତ

ଭୁବନେଶ୍ୱର: ପବ୍ଲିକ ରିଲେସନ୍ସ ସୋସାଇଟି ଅଫ ଇଣ୍ଡିଆ (ପିଆରଏସ୍‍ଆଇ) ଭୁବନେଶ୍ୱର ଚାପ୍ଟରର ୬ଷ୍ଠ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‍)ରେ ସର୍ବସମ୍ମତିକ୍ରମେ ଏହାର ପରବର୍ତ୍ତୀ ଦୁଇବର୍ଷ ପାଇଁ ନୂତନ ଅଧ୍ୟକ୍ଷ ଏବଂ ଅନ୍ୟ ପ୍ରମୁଖ କାର୍ଯ୍ୟକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ଯୁବସୁଲଭ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଶିଆଳି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର…

ଗର୍ଭଣା ଛକ ରେ ଅଜଣା ଗାଡି ଧକ୍କାରେ ଜଣଙ୍କ ମୃତ୍ୟୁ

 ସୋହେଲା :-ବରଗଡ ଜିଲ୍ଲା ସୋହେଲା ଥାନା ଅନ୍ତର୍ଗତ କନଗାଁ ର ଲଳିତ ମୋହନ ବାରିକ ବୟସ ପ୍ରାୟ ଷାଠିଏ କାଲି ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ କାମ ସାରି ଘରକୁ ସାଇକେଲରେ ଫେରୁଥିବା ବେଳେ ଗର୍ଭନା ଛକରେ ଗୋଟିଏ ଅଜଣା ଗାଡ଼ି ଦୃତ ଗତିରେ ଆସି ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଲଲିତ ଛିଟିକି ପଡ଼ି…