ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପର ସୋନପୁର-ପୁରୁଣାକଟକ ରେଳ ସେକ୍ସନ ଯାଞ୍ଚ କଲେ ପୂର୍ବତଟ ରେଳପଥ…

ଭୁବନେଶ୍ୱର, 10.06.2025: ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ଓଡିଶାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପ ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ନୂତନ ଲାଇନର ନିର୍ମାଣାଧୀନ ସୋନପୁର-ପୁରୁଣାକଟକ ରେଳ ସେକ୍ସନ ନିରୀକ୍ଷଣ କରିଛନ୍ତି । ପୂର୍ବତଟ ରେଳପଥ…

ଟିପିଡବ୍ଲୁଓଡିଏଲ୍ ପକ୍ଷରୁ ରୁଫଟପ୍ ସୋଲାର ପ୍ୟାନେଲ ସ୍ଥାପନ ପାଇଁ ପ୍ରୋସେସିଂ ଫି ଛାଡ଼

ବୁର୍ଲା, ୧୦ ଜୁନ୍, ୨୦୨୫:ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଡବ୍ଲୁଓଡିଏଲ୍) ପକ୍ଷରୁ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନା (ପିଏମ୍ଏସଜିଏମବିୱାଇ) ଅଧିନରେ ସମଗ୍ର ପଶ୍ଚିମ ଓଡ଼ିଶାରେ ରୁଫଟପ୍ ସୋଲାର୍…

ବ୍ରହ୍ମପୁରର ବିଜୁଳି ବିତରଣ ବ୍ୟବସ୍ଥାକୁ ସୁଦୃଢ଼ କରୁଛି ଟିପିଏସ୍ଓଡିଏଲ୍

କନିଷି ସବଷ୍ଟେସନର କ୍ଷମତା ୧୬.୧୫ ଏମଭିଏକୁ ବୃଦ୍ଧି ବ୍ରହ୍ମପୁର ଏବଂ ଆଖପାଖ ଅଞ୍ଚଳର ୭,୦୦୦ ରୁ ଅଧିକ ଉପଭୋକ୍ତାଙ୍କୁ ସୁରକ୍ଷିତ ଓ ଭରସାଯୋଗ୍ୟ ବିଜୁଳି ସେବା ଯୋଗାଣ କମ୍ପାନୀ ପକ୍ଷରୁ ଭୂତଳ ଲାଇନ୍ ସଂଯୋଗ, ସୁରକ୍ଷା ପ୍ରାଚୀର ନିର୍ମାଣ, ଭିତ୍ତିଭୂମି ନବୀକରଣ…

ସୁଜିତ ଜେନାଙ୍କ ସ୍ମୃତିରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର : ୧୦୮ୟୁନିଟ ରକ୍ତ ସଂଗ୍ରହ ହେଲା

କେନ୍ଦୁଝର,ତା୧୦/୬- କେନ୍ଦୁଝର ସଲିଡ଼ ଜିମନାଟିର ପୂର୍ବତନ ଟ୍ରେନର ସୁଜିତ ଜେନାଙ୍କ ଅସମୟ ତିରୋଧାନ ପରିପେକ୍ଷୀରେ ଆଜି କେନ୍ଦୁଝର ମାଇନିଂ ରୋଡ଼ ସଲିଡ଼ ଜିମନାଟିର ଟ୍ରେନି ଯୁବକଯୁବତୀଗଣ ନିଜର ପ୍ରିୟ ଟ୍ରେନରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରି ୧୦୮ୟୁନିଟ…

୧୬ତମ ଓଡ଼ଗାଁ କ୍ରିକେଟ ଲିଗ୍ (ଓସିଏଲ) ୨୦୨୫ ତୃତୀୟ ଦିବସ, ବ୍ରଦର୍ଶ ଇଲେଭେନ ଏବଂ ଏସଆରଏସସି ବିଜୟୀ

ଓଡ଼ଗାଁ, ୧୦।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ମିନି ଷ୍ଟାଡିୟମ ଠାରେ ସ୍ଥାନୀୟ ରଘୁନାଥ ଆଥଲେଟିକ ଆସୋସିଏସନ୍ ଦ୍ବାରା ଅନୁଷ୍ଠିତ ୧୬ ତମ ଓଡ଼ଗାଁ କ୍ରିକେଟ ଲିଗ୍ (ଓସିଏଲ୍) ୨୦୨୫ ମଙ୍ଗଳବାର ତୃତୀୟ ଦିନ ୨ ଗୋଟି ମ୍ୟାଚ୍ ଖେଳାଯାଇଥିବା ବେଳେ ଏଥିରେ ୪ ଦଳ ଭାଗ ନେଇଥିଲେ ।…

ଅବ୍ୟବସ୍ଥାରେ ଦଣ୍ଡୋର ଆରୋଗ୍ୟ କେନ୍ଦ୍ର, ରହୁନାହାନ୍ତି ସ୍ବାସ୍ଥ୍ୟକର୍ମୀ

ଓଡ଼ଗାଁ, ୧୦।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ କୁରାଳ ପଞ୍ଚାୟତର ଦଣ୍ଡୋର ଆରୋଗ୍ୟ କେନ୍ଦ୍ରକୁ କେହି ସ୍ବାସ୍ଥ୍ୟକର୍ମୀ ଆସୁନଥିବାରୁ ତାହା ଏକରକମ ଅକାମୀ ଅବସ୍ଥାରେ ପଡ଼ିରହିଛି । ଏପରିକି ୪୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ସ୍ବାସ୍ଥ୍ୟ କେନ୍ଦ୍ରଟି…

ଧରତୀ ଆବା ଜନଜାତି ଗ୍ରାମ ଉତ୍କର୍ଷ ଅଭିଯାନ ଏବଂ ପ୍ରଧାନମନ୍ତ୍ରୀ-ଜନମନ ଅଧୀନରେ ଗଜପତି ଜିଲ୍ଲା ରେ ସଚେତନତା-ସହ-ଆଇଇସି…

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ :ରାଜ୍ୟ ସରକାର , କେନ୍ଦ୍ର ଆଦିବାସୀ ମନ୍ତ୍ରଣାଳୟ ସହିତ ମିଳିତ ଭାବରେ ରାଜ୍ୟ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ , ପିଏମ-ଜନମନ ଏବଂ ଧରତୀ ଆବା ଜନଜାତି ଗ୍ରାମ ଉତ୍କର୍ଷ ଅଭିଯାନ (DA-JGUA) ଅଧୀନରେ ସମଗ୍ର ରାଜ୍ୟ ତଥା ଜିଲ୍ଲା ବ୍ୟାପି…

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ନୀରବ ପ୍ରତିବାଦ:ଆକ୍ରମଣକାରୀଙ୍କୁ ଗିରଫ ଦାବି

ନୟାଗଡ଼(ବିଶ୍ୱଜିତ ନାୟକ) :- ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ମା ଓ ଗର୍ଭସ୍ଥ ଶିଶୁ ମୃତ୍ୟୁ ଘଟଣା ଆଜି ଭିନ୍ନ ମୋଡ଼ ନେଇଛି । ଓଡ଼ିଶା ମେଡିକାଲ ସେବା ସଂଘ ନିଷ୍ପତ୍ତିକ୍ରମେ ଆଜିଠାରୁ ଡାକ୍ତରମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡ୍ୟୁଟି ସରିବା ପରେ ନୀରବ…

ଚଳନ୍ତା କାର ରେ ଲାଗିଲା ନିଆଁ ଅଳ୍ପକେ ବର୍ତିଲେ ଡ୍ରାଇଭର

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୦/୦୬/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ - ଉମରକୋଟ ରାଜ୍ୟ ରାଜପଥ ମୁଖ୍ୟରାସ୍ତା ଡାବୁଗାଁ ଆଦର୍ଶ ବିଦ୍ୟାଳୟ ପାଖରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୧ ଘଣ୍ଟ ସମୟରେ ଏକ ଚଳନ୍ତା କାର ରେ ନିଆଁ ଲାଗି ସମ୍ପୂର୍ଣ ପୋଡି ଯାଇଛି।ଏଥିରେ କାର ଚଳାଉଥିବା…

ଜୟପାଟଣା ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ।

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ…