ପରୀକ୍ଷା ଫର୍ମ୍ ପୂରଣ ପାଇଁ ଛାତ୍ରଛାତ୍ରୀଙ୍କ ଠାରୁ ବେଆଇନ୍ ଚାନ୍ଦା ଆଦାୟ ଅଭିଯୋଗ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଛି ଅଧ୍ୟକ୍ଷାଙ୍କ ମନମାନି I ଅନୁଷ୍ଠାନର କୌଣସି କର୍ମଚାରୀଙ୍କ ସହ ରହୁନାହିଁ ସମନ୍ଵୟ I ଆଗକୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀ ମାନଙ୍କ ବାର୍ଷିକ ପରୀକ୍ଷା ଥିବା ବେଳେ ଅନୁଷ୍ଠାନ ଅଧ୍ୟକ୍ଷା…

ଜମୁନାପାଲି ଗାଁ ରେ ପାରମ୍ପାରିକ ବିହନ ଓ ଖାଦ୍ୟ ମେଳା

ଶତାଧିକ ଦେଶୀ ବିହନ ପ୍ରଦର୍ଶିତ, ଦେଶୀ ବିହନ ବାଣ୍ଟିଲେ ଚାଷୀ ଖପ୍ରାଖୋଲ ୧୨/୩(ହେମସାଗର ସାହୁ) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ତେଲେନପାଲି ପଞ୍ଚାୟତ ଜମୁନାପାଲି ଗାଁ ଆମ୍ବ ବଗିଚା ଠାରେ ଆର ସି ଡି ସି ଓ ଖାଦ୍ୟ ସୁରକ୍ଷା ମହାସଂଘ ର ମିଳିତ ଉଦ୍ୟମରେ ବୁଧବାର ଅନୁଷ୍ଠିତ ହୋଇଥିଲା।…

ଶିକ୍ଷା ବିନା ଜୀବନ ମୂଲ୍ୟହୀନ

ଖପ୍ରାଖୋଲ ତା ୧୨/୩ (ହେମସାଗର ସାହୁ)ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କରୁଆଁଝର ପଞ୍ଚାୟତ ଅଧୀନ ସାନଗୁର୍ଜିଭଟା ସରକାରୀ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି l ଛାତ୍ରୀ ମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ଗାନ ପରେ ଅତିଥି ମାନଙ୍କୁ ଉପଢୌକନ…

କଳିଙ୍ଗା ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କଳିଙ୍ଗା ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ବୁଧୁବାର ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ମହାବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଗାନ କରାଯାଇଥିଲା। ପରେ ଓଡ଼ିଆ ବିଭାଗର ଆସିଷ୍ଟାଣ୍ଟ…

ଦୁଇ ଦିନିଆ ସିକିଲ୍ ସେଲ୍ ଆନିମିଆ ଓ ଥାଲାସେମିଆ ରୋଗ ସମ୍ପର୍କିତ ଜାତୀୟ ସମ୍ମିଳନୀ ଉଦଯାପିତ

ଭୁବନେଶ୍ୱର, ୧୨ ଡିସେମ୍ବର ୨୦୨୫: ସଫଳତାର ସହ ଶେଷ ହୋଇଛି ଦୁଇ ଦିନିଆ ଜାତୀୟ କର୍ମଶାଳା । ‘ସିକିଲ୍ ସେଲ୍ ଏବଂ ଥାଲାସେମିଆ ନିରାକରଣ: ବେଷ୍ଟ୍ ପ୍ରାକ୍ଟିସ୍ ଓ ସ୍କେଲେବଲ୍ ଷ୍ଟ୍ରାଟେଜୀ’ ବିଷୟବସ୍ତୁକୁ ନେଇ ଦୁଇ ଦିନିଆ ଜାତୀୟ କର୍ମଶାଳା ମେଫେୟାର କନଭେନସନ୍ ଠାରେ ଆୟୋଜିତ ହୋଇଯାଇଛି ।…

ରାଜ୍ୟରେ ପାଳନ କରାଯିବ ଶୂନ୍ୟ ସଡ଼କ ଦୁର୍ଘଟଣା ଦିବସ

ମହିଳାଙ୍କ ନେତୃତ୍ବ ହେବ ସଡ଼କ ସୁରକ୍ଷାର ପ୍ରମୁଖ ବାହକ: ମାସେ ବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଭୁବନେଶ୍ବର- ତା ୧୨।୩ : ସଡ଼କ ସୁରକ୍ଷା ଓ ଆଚରଣରେ ପରିବର୍ତ୍ତନ ପାଇଁ ଓଡ଼ିଶା ସରକାର ଏକ ପରିବର୍ତ୍ତନକାରୀ ପଦକ୍ଷେପ ଆଣିବାକୁ ଯାଉଛନ୍ତି। ଖୁବ୍ ଶୀଘ୍ର ରାଜ୍ୟରେ ଆରମ୍ଭ ହେବ ୩୦ ଦିନିିଆ…

ଟୋଲବ୍ରାହ୍ମଣୀରେ ବିଶ୍ବ ଶାନ୍ତି ବ୍ରହ୍ମଯଜ୍ଞ ଓ ମହିମା ମେଳା

ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ) କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଟୋଲବ୍ରାହ୍ମଣୀ ସ୍ଥିତ ସିଦ୍ଧ ରତ୍ନକୁଟିର ମହିମା ଆଶ୍ରମରେ ଆରମ୍ଭ ହୋଇଛି ୬୭ତମ ବିଶ୍ବ ଶାନ୍ତି ବ୍ରହ୍ମଯଜ୍ଞ ବାଲ୍ୟଲିଳା ମହୋତ୍ସବ-୨୦୨୫। ମଙ୍ଗଳବାର ପ୍ରାତଃ ବ୍ରହ୍ମ ମୁହୁର୍ତ୍ତରେ ଅଖଣ୍ଡ ବତୀ ପ୍ରଜ୍ଜ୍ୱଳନ…

ରାଧାକୃଷ୍ଣ ଯୁଗଳ ମୂର୍ତ୍ତିଙ୍କ ରେଖପୁର ପରିକ୍ରମା

ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ) ନର୍ଲା ବ୍ଲକ ଅନ୍ତର୍ଗତ ରେଖପୁର ଗ୍ରାମରେ ଚାଲିଛି ନବ ନିର୍ମିତ ରାଧାକୃଷ୍ଣ ମନ୍ଦିରର ପ୍ରତିଷ୍ଠା ମହୋତ୍ସବ। ମଙ୍ଗଳବାର ଦେବତା ଗ୍ରାମ୍ୟ ପରିକ୍ରମା, ଚକ୍ର ଭ୍ରମଣ ସହ ଧ୍ବଜା ସ୍ଥାପନ ଓ ବିଗ୍ରହଙ୍କ ସିଂହାସନ ଆରୋହଣ, ଅଞ୍ଚଳ ପ୍ରତିଷ୍ଠା, ଘୃତ…

ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଅନୁଷ୍ଠିତ

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ )ଲକ୍ଷପତି ଦିଦି କାର୍ଯ୍ୟକ୍ରମ ମା ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ ଷ୍ଟାଡିୟମ (ଖେଳ ପଡିଆ) ଠାରେ କଳାହାଣ୍ଡି ଜିଲ୍ଲା ପ୍ରଶାସନ ଓଡିଶା ଜୀବିକା ମିଶନ, ମିଶନ ଶକ୍ତି ବିଭାଗ ମାଧ୍ୟମରେ ଅନୁଷ୍ଠିତ ହୋଇ ଯାଇଛି | ଏହି କାର୍ଯ୍ୟକ୍ରମ କୁ ଜିଲ୍ଲାପାଳ…

ରାଜଧାନୀରୁ ଟ୍ରାଫିକ ସମସ୍ୟା ଦୂର ପାଇଁ ଭୁବନେଶ୍ବରର ସାଂସଦଙ୍କ ଉଦ୍ୟମ

ପଳାଶୁଣିରେ ଗଙ୍ଗୁଆ ନାଳ ଉପରେ ହେବ ୬ ଲେନ୍ ରାସ୍ତା. ୫୦ କୋଟି ଟଙ୍କା ମଞ୍ଜୁର କଲେ କେନ୍ଦ୍ରମନ୍ତ୍ରୀ ଗଡକରୀ ଭୁବନେଶ୍ବର: ଦୂର ଦେବାକୁ ଯାଉଛି ଭୁବନେଶ୍ବର ପଳାଶୁଣିରେ ଦୀର୍ଘ ବର୍ଷର ଟ୍ରାଫିକ୍ ସମସ୍ୟା । ଗଙ୍ଗୁଆ ନାଳ ଉପରେ ୬ ଲେନ୍ ବିଶିଷ୍ଟ ରାସ୍ତା ନେଇ ଭୁବନେଶ୍ବର ସାଂସଦ…