ଜନଜାତି ବହୁଳ ମାଲକାନଗିରି ଜିଲ୍ଲାରେ ବିଦ୍ୟୁତ ଭିତ୍ତିଭୂମି ସୁଦୃଢ଼ କରୁଛି ଟିପିଏସ୍ଓଡିଏଲ୍
-- ମାଥିଲି ସବଷ୍ଟେସନର କ୍ଷମତା ୮.୧୫ ଏମଭିଏରୁ ୧୦ ଏମଭିଏକୁ ବୃଦ୍ଧି
-- ଗ୍ରାମୀଣ ଅଞ୍ଚଳର ପ୍ରାୟ ୬ ହଜାରରୁ ଅଧିକ ଉପଭୋକ୍ତା ଉପକୃତ ହେବେ
ବ୍ରହ୍ମପୁର, ଜୁନ ୨୦୨୫: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ପକ୍ଷରୁ ମାଲକାନଗିରି ଜିଲ୍ଲାର…