ଜିଲ୍ଲା ସମବାୟ ବିଭାଗ ଦ୍ଵାରା ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ଆନ୍ତର୍ଜାତୀୟ ମହିଳା ଦିବସ ତଥା ଆନ୍ତର୍ଜାତିକ ସମବାୟ ବର୍ଷ ପାଳନ ଅବସରରେ ଆଜି ଜ଼ିଲ୍ଲା ସମବାୟ ବିଭାଗ ଆନୁକୂଲ୍ୟରେ ଏକ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହାର ଶୀର୍ଷକ ରହିଥିଲା "ସମବାୟ ସୁଦୃଢ଼ୀକରଣରେ ମହିଳାଙ୍କ ଅବଦାନ" । ଏହି ସଚେତନତା…