ଗଜପତି ଜିଲ୍ଲାରେ ବର୍ଷା ଅଭାବରୁ ଚାଷୀ ହତାଶ : ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କଲେ ବିଧାୟକ ରୂପେଶ ପାଣିଗ୍ରାହୀ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଚଳିତ ଖରିଫ ଋତୁରେ ଗଜପତି ଜିଲ୍ଲାରେ ପର୍ଯ୍ୟାପ୍ତ ବର୍ଷା ନ ହେବାରୁ କୃଷି କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଭିନ୍ନ ଅଞ୍ଚଳର ଚାଷ ଜମି ଶୁଖିଲା ପଡ଼ିଥିବା ବେଳେ ଚାଷୀମାନେ ଧାନ ଚାଷ ଆରମ୍ଭ କରିପାରୁ ନଥିବାରୁ ଗଭୀର ଚିନ୍ତା ଓ…

ଅବସରପ୍ରାପ୍ତ ଏସବିଆଇ ଅଫିସରଙ୍କ ପତ୍ନୀଙ୍କ ବିୟୋଗ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ଫ୍ରେଣ୍ଡସ୍ କଲୋନୀରେ ରହୁଥିବା ସମାଜସେବୀ , ସାହିତ୍ୟ ଓ ସଂସ୍କୃତି ପ୍ରେମୀ ତଥା ପୂର୍ବତନ ଷ୍ଟେଟବ୍ୟାଙ୍କ ଅଫ ଇଣ୍ଡିଆର ଅଧିକାରୀ ହରିମୋହନ ପଟ୍ଟନାୟକଙ୍କ ପତ୍ନୀ ଲତିକା ପଟ୍ଟନାୟକଙ୍କ ଗତକାଲି ସନ୍ଧ୍ଯାରେ ବିୟୋଗ ଘଟିଛି।ସେ…

ନବରଙ୍ଗପୁରକୁ ବାଲ୍ୟ ବିବାହମୁକ୍ତ ଜିଲ୍ଲା ଗଠନ ପାଇଁ ପଞ୍ଚାୟତ ସ୍ତରରେ ସକ୍ରିୟ ହୁଅନ୍ତୁ

GPDPରେ ଶିଶୁ ସୁରକ୍ଷା ଯୋଜନା ସାମିଲ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ନବରଙ୍ଗପୁର, ୬ ଅଗଷ୍ଟ: ବାଲ୍ୟ ବିବାହ ରୋକିବା ସହିତ ପ୍ରତ୍ୟେକ ଗ୍ରାମ ପଞ୍ଚାୟତକୁ ଶିଶୁ ଅନୁକୂଳ ପଞ୍ଚାୟତରେ ପରିଣତ କରିବା ଦିଗରେ ପଞ୍ଚାୟତ ନିର୍ବାହୀ ଅଧିକାରୀମାନେ ଅଗ୍ରଣୀ ଭୂମିକା ଗ୍ରହଣ କରନ୍ତୁ ବୋଲି…

ସଂସ୍କୃତି ଅନୁଷ୍ଠାନର ନୂତନ କାର୍ଯ୍ୟକାରିଣୀ ଗଠନ; ସଭାନେତ୍ରୀ ହେଲେ ସରସ୍ୱତୀ ସାହୁ

ରାୟଗଡା ରୁ ବୈକୁଣ୍ଠ ଦୁରିଆ -ରାୟଗଡ଼ା ସହରର ବହୁ ପୁରାତନ ମହିଳା ଅନୁଷ୍ଠାନ ‘ସଂସ୍କୃତି’ର ନୂତନ କାର୍ଯ୍ୟକାରିଣୀ କମିଟି ଗଠନ କରାଯାଇଛି। ସର୍ବସମ୍ମତି କ୍ରମେ ସରସ୍ୱତୀ ସାହୁଙ୍କୁ ଅନୁଷ୍ଠାନର ସଭାନେତ୍ରୀ ଭାବେ ମନୋନୀତ କରାଯାଇଛି। ଏହାପୂର୍ବରୁ ସେ ଅନୁଷ୍ଠାନର ସମ୍ପାଦିକା ଭାବେ…

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ

ନବରଂଗପୁର ତା ୬.୮.୨୦୨୬: ଜିଲ୍ଲା ସ୍ୱାସ୍ଥ୍ୟ ସମିତି, ନବରଙ୍ଗପୁର ପକ୍ଷରୁ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ଉପଲକ୍ଷେ ଏକ ଜିଲ୍ଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଓ ଆଲୋଚନାଚକ୍ର ଆୟୋଜିତ ହୋଇଥିଲା। ମା’ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସୁରକ୍ଷା,…

ଓଡ଼ିଶାର ପ୍ରଥମ ମହିଳା ପର୍ବତାରୋହୀ ଦଳର ୟୁନାମ ଶିଖରକୁ ଐତିହାସିକ ଯାତ୍ରା

୨୦,୧୦୦ ଫୁଟ ଉଚ୍ଚ ଶିଖରରେ ୮୦ ମିଟର ତ୍ରିରଙ୍ଗା ଉଡ଼ାଇବା ଲକ୍ଷ୍ୟ ଭୁବନେଶ୍ୱର, ୦୬.୦୮.୨୦୨୬: ଓଡ଼ିଶାର କ୍ରୀଡ଼ା ଇତିହାସରେ ଯୋଡ଼ି ହେବାକୁ ଯାଉଛି ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ରାଜ୍ୟର ପ୍ରଥମ ସମ୍ପୂର୍ଣ୍ଣ ମହିଳା ନେତୃତ୍ୱାଧୀନ ପର୍ବତାରୋହୀ ଦଳ ହିମାଚଳ ପ୍ରଦେଶର ୨୦,୧୦୦ ଫୁଟ ଉଚ୍ଚ…

ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ପରିବର୍ତ୍ତିତ ହେଲେ ଆନ୍ଦୋଳନ ତେଜିବ : ଉତ୍କଳ ସାମ୍ବାଦିକ ସଂଘ

ଭୁବନେଶ୍ୱର: ଦୀର୍ଘ ଦିନର ଦାବି ଓ ପ୍ରତିବାଦ ଉପରାନ୍ତେ ପୂର୍ବ ସରକାର ରାଜ୍ୟର କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ସେବା ପାଇଁ "ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା" ପ୍ରଣୟନ କରିଥିଲେ । ଏହା ମାଧ୍ୟମରେ ରାଜ୍ୟର ସାମ୍ବାଦିକ ମାନେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବହୁଧା…

ବୈଜ୍ଞାନିକ ଓ ସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା…

ଭୁବନେଶ୍ୱର, ଅଗଷ୍ଟ ୬: କୃଷି ଗବେଷଣାର ଫଳାଫଳକୁ କୃଷକଙ୍କ କ୍ଷେତ୍ରରେ ପହଂଚାଇ ବୈଜ୍ଞାନିକ କୃଷି ପଦ୍ଧତିର ପ୍ରସାର ସହ ସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଶିକ୍ଷା \'ଓ\' ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)…

ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ

ଭୁବନେଶ୍ୱର, ଅଗଷ୍ଟ ୬: ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଡୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ଅନ୍ତର୍ଗତ ଗଣିତ ବିଭାଗ ପକ୍ଷରୁ ତିନିଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ‘ଇଂଟରନ୍ୟାସନାଲ୍ କନଫରେନ୍ସ ଅନ୍ କଂପ୍ୟୁଟେସନାଲ୍…

ବ୍ରାହ୍ମଣୀ ତରଙ୍ଗ ଥାନା ପୋଲିସର ସଫଳତା : ଚୋରି ମୋଟରସାଇକେଲ ଉଦ୍ଧାର, ଜଣେ ଗିରଫ

ରାଉରକେଲା,(ବସନ୍ତ କୁମାର ଜେନା, ଶାସକ ପ୍ରଶାସକ): ବ୍ରାହ୍ମଣୀ ତରଙ୍ଗ ଥାନା କେସ୍ ନଂ–୩୪୨, ତାରିଖ ୨୬.୦୬.୨୦୨୬, ଧାରା ୩୦୩(୨) ବିଏନଏସ୍‌ ଅନୁଯାୟୀ ରୁଜୁ ହୋଇଥିବା ମାମଲାର ତଦନ୍ତ ସମୟରେ ବଡ଼ତରଙ୍ଗ ପୋଲିସ ଏକ ଚୋରି ହୋଇଥିବା ମୋଟରସାଇକେଲ ଉଦ୍ଧାର କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ…