ପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ ତାରିଖରେ ପାଳନ ନ ହୋଇ ଅପ୍ରେଲ ୨୪ ତାରିଖରେ ହେବ
ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମାର୍ଚ୍ଚ ୫ ତାରିଖରେ ଆଡମ୍ବର ସହ ପାଳନ କରାଯିବ, ଛୁଟି ହିସାବରେ ପାଳନ କରାଯିବ ନାହିଁ
ଭୁବନେଶ୍ୱର: ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି। ତେବେ ପ୍ରତି ବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ…