ବାଲିକୁଦା -ଏରସମା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଉନ୍ନୟନ କମିଟି ସମୀକ୍ଷା ବୈଠକ
ଜଗତସିଂହପୁର, ତା-୨୮.୦୫.୨୦୨୫/ସୁମନ୍ତ କୁମାର ଦାସ: ଆଜି ପୂର୍ବାହ୍ନ ରେ ବାଲିକୁଦା -ଏରସମା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଉନ୍ନୟନ କମିଟି ସମୀକ୍ଷା ବୈଠକ ବାଲିକୁଦା ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅଧ୍ୟକ୍ଷତା କରି ମାନ୍ୟବର ବିଧାୟକ ବାଲିକୁଦା -ଏରସମା ଶ୍ରୀ…