ଖନ୍ଦା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ

ବିଜେପୁର :-ବିଜେପୁର ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଲାଉମୁଣ୍ଡା କ୍ଲଷ୍ଟରର ଖନ୍ଦା ପ୍ରାଥମିକ ବିଦ୍ୟାଳୟରେ ବାରିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଉମାକାନ୍ତ ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ମାର୍କଣ୍ଡ ମହାନନ୍ଦ, ସମ୍ମାନୀତ…

ତନରଡାରେ କବିସମ୍ରାଟ ସ୍ପୋର୍ଟସ ଏସୋସିଏସନ୍ ତରଫରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ନୁଆ ଗାଁ ଚମ୍ପିୟାନ ।

ବେଲଗୁଣ୍ଠା:-(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ତନରଡା ଖେଳ ପଡିଆ ଠାରେ କବିସମ୍ରାଟ ସ୍ପୋର୍ଟସ ଏସୋସିଏସନ୍ ଆନୁକୁଲ୍ୟରେ ଏକ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଅଛି ।ଆଜି ଏହାର ଫାଇନାଲ ମୁକାବିଲାରେ ମଙ୍ଗଳପୁରକୁ ହରାଇ ନୁଆ ଗାଁ ଚମ୍ପିୟାନ ହୋଇଛି ।ଏହି…

ଏପ୍ରିଲ 3 ତାରିଖ ହେବ ସିର୍ଜୀନା ମହୋତ୍ସବ

ପଦମପୁର :- ସ୍ଥାନୀୟ କଚେରୀ ପରିସର ମଧ୍ୟରେ ସିର୍ଜୀନା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶ୍ରୀଯୁକ୍ତ ଭୋଜରାଜ ବୁଡ଼େକ୍ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଅଛି। ଉକ୍ତ ବୈଠକରେ ସିର୍ଜୀନା ମହୋତ୍ସବ ଆସନ୍ତା ଏପ୍ରିଲ ମାସର 3 ତାରିଖରେ ଭେଉଁରିଆ ଗ୍ରାମରେ ହେବ…

ଫିଟ୍‌ନେସ୍ କୀ ଡୋଜ୍ , ଅଧଘଣ୍ଟା ରୋଜ୍ କାର୍ଯ୍ୟକ୍ରମ ଅବସରରେ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଫିଟ୍‌ନେସ୍ କୀ ଡୋଜ୍ , ଅଧଘଣ୍ଟା ରୋଜ୍ କାର୍ଯ୍ୟକ୍ରମ ଅବସରରେ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଶୋଭାଯାତ୍ରା କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।…

ଶୁଭ୍ରାଶୁ ଶେଖର ପଟ୍ଟନାୟକଙ୍କ “ଭ୍ରମରୁ ପ୍ରେମ” ଲୋକାର୍ପଣ

 ପାରଳଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହରେ ଶୁଭ୍ର।ଶୁ ଶେଖରପଟ୍ଟନାୟକଙ୍କ "ଭ୍ରମରୁ ପ୍ରେମ" କବିତା ଗୁଚ୍ଛ ଲୋକାର୍ପିତ ହୋଇଯାଇଛି। ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସଭାପତିତ୍ବ କରିଥିଲାବେଳେ ଆଲୋଚନାରେ ବିଚିତ୍ରାନନ୍ଦ ବେବର୍ତ୍ତା ,…

ପଣ୍ଡକିଟାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ କୁରେଫୁଲ ଅନୁଷ୍ଠିତ

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ମାୟାବର୍ହା କ୍ଲଷ୍ଟର ସ୍ଥିତ ପଣ୍ଡକିଟାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ କୁରେଫୁଲ ପ୍ରଧାନଶିକ୍ଷକ ହେମସାଗର ବାଘ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟ…

ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ।

ପଦ୍ମପୁର :- ରାଜବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ପଲ୍ଲୀଶ୍ରୀ ଉଚ୍ଚ ବିଦ୍ୟାଳୟ ବୁଡେନ୍ ପରିସର ମଧ୍ୟରେ ବିଜ୍ଞାନ ଶିକ୍ଷକ ଶ୍ରୀ ମନସୀ ସାହୁଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଶ୍ରୀଯୁକ୍ତ ଡ.ଶ୍ରୀକାନ୍ତ ପାଣିଗ୍ରାହୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ…

କଳିଙ୍ଗ ସ୍ମାର୍ଟ ସ୍କୁଲ ସହ ପ୍ରିମିୟର ଇନଷ୍ଟିଚ୍ୟୁଟ ଅଫ କମ୍ପ୍ୟୁଟର ଷ୍ଟଡିଜର ମିଳିତ ବାର୍ଷିକୋତ୍ସବ ଅନୁଷ୍ଠିତ

ପୁରୀ, (ଅନିମେଶ ପଟ୍ଟନାୟକ): କଳିଙ୍ଗ ସ୍ମାର୍ଟ ସ୍କୁଲ ସହ ପ୍ରିମିୟର ଇନଷ୍ଟିଚ୍ୟୁଟ ଅଫ କମ୍ପ୍ୟୁଟର ଷ୍ଟଡିଜ୍ ର ମିଳିତ ଭାବେ ବାର୍ଷିକୋତ୍ସବ ପାଳିତ ହୋଇଯାଇଅଛି । ସ୍ଥାନୀୟ ଶରଧାବାଲି ମୁକ୍ତାକାଶ ରଙ୍ଗମଞ୍ଚରେ ଶୁକ୍ରବାର ସଂଧ୍ୟାରେ କଳିଙ୍ଗ ସ୍ମାର୍ଟ ସ୍କୁଲ ୭ମ ବାର୍ଷିକୀ ପାଳୁଥିବା ବେଳେ…

ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗୋଷାଣୀ ବ୍ଲକ୍ ସରକାରୀ ଉଚ୍ଚ ବିଦ୍ୟାଳୟ , ଜାଜପୁର ଠାରେ ଗଜପତି ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ରାଜ୍ୟ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ , ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ , ଓଡିଶା ଭୁବନେଶ୍ୱର ଆନୁକୂଲ୍ୟରେ ଜିଲ୍ଲା ଶିକ୍ଷା…

ଗଜପତି ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ତଥା ଜିଲ୍ଲା ପ୍ରଶାସନ ଗଜପତିଙ୍କ ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ରାୟଗଡ ବ୍ଲକ୍ ଅନ୍ତର୍ଗତ ମିନି ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ…