ଚୋରା ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଆର.ଉଦୟଗିରି ପୋଲିସ ପକ୍ଷରୁ ୨୫୧ କେଜି ଗଞ୍ଜେଇ ଜବତ : ୨ ଗିରଫ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜଙ୍ଗଲ ମଧ୍ୟରେ ବ୍ୟାପକ ଗଞ୍ଜେଇ ମହଜୁଦ୍ ରଖି ବ୍ୟବସାୟ ଉଦ୍ଦେଶ୍ୟରେ ଚୋରା ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଘଟଣା ସ୍ଥଳରେ ପୋଲିସ ଅଚାନକ ଚଢାଉ କରି ଦୁଇ କ୍ୟୁଣ୍ଟାଲ ୫୧ କେଜି ଗଞ୍ଜେଇ ଧରିବାରେ ସକ୍ଷମ ହୋଇଛି । ପୋଲିସ ସୂତ୍ରରୁ ଏକ!-->!-->!-->…