୨୦୩୫ ସୁଦ୍ଧା ସ୍ଥାପନ ହେବ ଭାରତର ମଡ୍ୟୁଲାର ଅନ୍ତରୀକ୍ଷ କେନ୍ଦ୍ର: ଇସ୍ରୋ ଅଧ୍ୟକ୍ଷ
ଭୁବନେଶ୍ୱର, ମେ ୨୨: ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଅର୍ଥାତ୍ ଇସ୍ରୋ ମହାକାଶରେ ୨୦୩୫ ସୁଦ୍ଧା ଏକ ମଡ୍ୟୁଲାର ମହାକାଶ କେନ୍ଦ୍ର - “ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ୍’’ ସ୍ଥାପନ କରିବାର ଯୋଜନା ରଖିଛି ବୋଲି ବୁଧବାର ଇସ୍ରୋର ଅଧ୍ୟକ୍ଷ ତଥା ମହାକାଶ ବିଭାଗର ସଚିବ ଡକ୍ଟର ଭି. ନାରାୟଣନ୍…