ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ର ଙ୍କ ୧୩୭ ତମ ଜୟନ୍ତୀ ପାଳିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୬/୦୨/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସତସଙ୍ଗ ବିହାର ଠାରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ର ଙ୍କ ୧୩୭ ତମ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି। ସତ ସଙ୍ଗି ମାନଙ୍କ ଦ୍ଵାରା ବ୍ରାହ୍ମ ମୁହୂର୍ତ୍ତରେ ମାଙ୍ଗଳିକ ନହବତ ଉଷା କୀର୍ତ୍ତନ,…