ବରିକେଲ ହାଇସ୍କୁଲ ମ୍ୟାଟ୍ରିକ ୨୦୦୦ ବ୍ୟାଚ୍ ର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ।
ପଦ୍ମପୁର :- ସ୍ଥାନୀୟ ସିଦ୍ଧି ବିନାୟକ କଲ୍ୟାଣ ମଣ୍ଡପ ଠାରେ ବରିକେଲ ହାଇସ୍କୁଲ, ମ୍ୟାଟ୍ରିକ ୨୦୦୦ ବ୍ୟାଚର ପ୍ରଥମ ବନ୍ଧୁ ପୂର୍ନମିଳନ କାର୍ଯ୍ୟକ୍ରମ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରିକେଲ ହାଇସ୍କୁଲ ମାଟ୍ରିକ ୨୦୦୦ ବ୍ୟାଚର ପ୍ରାୟ ୫୦ ଜଣ ବନ୍ଧୁ ବାନ୍ଧବୀ ଓ…