କିଟ୍ରେ ୧୬ ତମ କିଟ୍ ଅନ୍ତର୍ଜାତୀୟ ଚେସ୍ ମହୋତ୍ସବ ଉଦଘାଟିତ
ମୋଟ ପୁରସ୍କାର ରାଶି ୬୦ ଲକ୍ଷ, ୪୨ଟି ଦେଶର ୧୨୦୦ + ଖେଳାଳିଙ୍କ ଯୋଗଦାନ
ଭୁବନେଶ୍ୱର, ୯ । ୫: ସର୍ବ ଭାରତୀୟ ଚେସ୍ ଫେଡେରେସନ (ଏଆଇସିଏଫ) ତତ୍ତ୍ୱାବଧାନରେ କିଟ୍ ବିଶ୍ୱବିଦ୍ୟାଳୟ ଦ୍ୱାରା ଆୟୋଜିତ ୧୬ତମ କିଟ୍ ଅନ୍ତର୍ଜାତୀୟ ଚେସ୍ ମହୋତ୍ସବ ୨୦୨୫ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ…