ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ମେଧାବୀ ଅଭିନନ୍ଦନ
ପଦ୍ମପୁର:-ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସମସ୍ତ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏନେଇ ଶୁକ୍ରବାର ଶିଶୁ ମନ୍ଦିର ପରିସରରେ ସଂପୃକ୍ତ ବିଦ୍ୟାଳୟର ମେଧାବୀ ଛାତ୍ରୀଛାତ୍ର ଅଭିନନ୍ଦନ ଉତ୍ସବ ଅନୁଷ୍ଠିତ ହୋଇଛି । ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ…