ରାଣୀହାଟ ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ବିଦ୍ୟାଳୟ ମାନ୍ୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଦିଆଯିବ ୪ କୋଟି ଟଙ୍କା
ରାଣୀହାଟ ଉଚ୍ଚ ବିଦ୍ୟାଳୟର ଶତ ବାର୍ଷିକୀ ଉତ୍ସବ ଅନୁଷ୍ଠିତ
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦିଆଯିବ ଆଉ ୨ କୋଟି ଟଙ୍କା
ଭୁବନେଶ୍ୱର: ଓଡ଼ିଶା ଇତିହାସର ଅନନ୍ୟ ମୁକସାକ୍ଷୀ ରାଣୀହାଟ ଉଚ୍ଚ ବିଦ୍ୟାଳୟ ଆଜି ଠାରୁ ଶହେ ବର୍ଷରେ ପଦାର୍ପଣ କରିବାକୁ ଯାଉଛି ଏବଂ ଏହି ଖ୍ୟାତି ସମ୍ପନ୍ନ…