ହତ୍ୟାକାଣ୍ଡ ର ପର୍ଦ୍ଦାଫାଶ କଲା ଗୁଣପୁର ପୋଲିସ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:: ଗୁଣପୁର : ୧୮/୯/୨୬ : କିଛିଦିନ ତଳେ ରାୟଗଡ଼ା ଜିଲ୍ଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆ ଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ କ୍ଷତଵିକ୍ଷତ ମୃତଦେହ ମିଳିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ରାସ୍ତା ପାର୍ଶ୍ୱରେ ଥିବା ଏକ ଖାଲରେ!-->!-->!-->…