ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ତଥା ହରିଶଙ୍କର ମହୋତ୍ସବ ର ଚୁଡାନ୍ତ ପ୍ରସ୍ତୁତି ବୁଲି ଦେଖିଲେ ଜିଲ୍ଲାପାଳ,
ରାଜ୍ୟପାଳ ଙ୍କ ଗସ୍ତ କୁ ନେଇ ତତ୍ପରତା
ଖପ୍ରାଖୋଲ ୬/୫(ହେମସାଗର ସାହୁ)ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ର ପ୍ରମୂଖ ପୂଣ୍ୟ କ୍ଷେତ୍ର ତଥା ପର୍ଯ୍ୟଟନ ସ୍ଥଳୀ ହରିଶଙ୍କର ଠାରେ ଆଗାମୀ ୮ ତାରିଖ ରୁ ୧୨ ତାରିଖ ଯାଏଁ ହେବାକୁ ଥିବା ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ତଥା ହରିଶଙ୍କର ମହୋତ୍ସବ…