ସ୍ଵେଚ୍ଛାସେବୀ ଅନୁଷ୍ଠାନ ” ଆଶା” ତରଫରୁ ଚଳିତ ଶିକ୍ଷାବର୍ଷ ସକାଶେ ପାଠ୍ୟ ଉପକରଣ ବଣ୍ଟନ

କେନ୍ଦୁଝର: ୦୪/୦୮/୨୦୨୬- ଜିଲ୍ଲାର ବାଂଶପାଳ ବ୍ଲକ୍ ଅନ୍ତର୍ଗତ କୋଡିପଶା ପଞ୍ଚାୟତ ଅଧୀନ ଉପାନ୍ତ ଗାଁ ଘୁଙ୍ଗିର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ସ୍ଥାନୀୟ ସ୍ଵେଚ୍ଛାସେବୀ ଅନୁଷ୍ଠାନ " ଆଶା" ତରଫରୁ ଚଳିତ ଶିକ୍ଷାବର୍ଷ ସକାଶେ ପାଠ୍ୟ ଉପକରଣ ଯୋଗାଇ ଦିଆଯାଇଛି।ଘୁଙ୍ଗି ଏକ ଆଦିବାସୀ ଅଧ୍ୟୁଷିତ…

ବରଗଡ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର/ଶିବାଶିଷ ପଟ୍ଟନାୟକ:- ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ…

ସୋଆ ପକ୍ଷରୁ ଚେନ୍ନାଇରେ ‘ଆଲିସିପ୍++ ୨.୦’ ଆୟୋଜିତ

ଭୁବନେଶ୍ୱର, ଅଗଷ୍ଟ ୩ : ଶିଳ୍ପ ଓ ଶିକ୍ଷାନୁଷ୍ଠାନ ମଧ୍ୟରେ ସହଯୋଗକୁ ଆହୁରି ସୁଦୃଢ଼ କରିବା ସହ ସମାବେଶୀ ନେତୃତ୍ୱକୁ ପ୍ରୋତ୍ସାହିତ କରିବା ଉଦେ୍ଧଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଶୁକ୍ରବାର ଚେନ୍ନାଇଠାରେ ‘ଆଲିସିପ୍++ ୨.୦’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।…

ସୋଆ ବିଶ୍ୱବିଦ୍ୟାଳୟରେ “ବିକଶିତ ଭାରତ ପାଇଁ ନିଶାମୁକ୍ତ ଭାରତ ଅଭିଯାନ” ଆୟୋଜିତ

ଭୁବନେଶ୍ୱର, ଅଗଷ୍ଟ ୩: ଶିକ୍ଷା 'ଓ' ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ରବିବାର "ବିକଶିତ ଭାରତ ପାଇଁ ନିଶାମୁକ୍ତ ଭାରତ ଅଭିଯାନ" କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଯୁବ ସମାଜକୁ ନିଶାଦ୍ରବ୍ୟର କୁପ୍ରଭାବ ସଂପର୍କରେ ସଚେତନ କରିବା ଏବଂ ନିଶାମୁକ୍ତ…

ୟୁନେସ୍କୋ ହେରିଟେଜ ତାଲିକାରେ ରଥଯାତ୍ରାକୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଚିଠି ଏକ ଲୋକ ଦେଖାଣିଆ ପଦକ୍ଷେପ:…

ଗତ ୩ ବର୍ଷ ହେଲା ରଥଯାତ୍ରାର ତ୍ରୁଟିଶୂନ୍ୟ ଆୟୋଜନରେ ସରକାର ବିଫଳ ହୋଇଛନ୍ତି ରଥଯାତ୍ରା ସଫଳ ଆୟୋଜନ ନକରି ୟୁନେସ୍କୋ ତାଲିକାରେ ସାମିଲ ଉଦ୍ୟମ ଗ୍ରହଣୀୟ ନୁହେଁ ପ୍ରାୟ ଅଢେଇ କୋଟି ଖର୍ଚ୍ଚ କରି ପଖାଳକୁ ଗିନିଜ ବୁକରେ ସାମିଲ କରିବା ଉଦ୍ୟମ ଶସ୍ତା ଲୋକପ୍ରିୟତା ହାସଲ ପାଇଁ ଉଦ୍ଦିଷ୍ଟ…

ବନ୍ଧ ରେ ବୁଡି ବୋଲ୍ ବମ୍ ସଂକଳ୍ପ ଧାରୀ ଯୁବକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଶ୍ରାବଣ ମାସର ପ୍ରଥମ ସୋମବାର ଜଳାଭିଷେକ ଓ ପୂଜା ପାଇଁ ସ୍ତ୍ରୀ ଙ୍କୁ ଫୁଲ ତୋଳିବାକୁ କହି ସ୍ବାମୀ ଶୌଚ ହେବାଲାଗି ଗାଁ ନିକଟ ବନ୍ଧ କୁ ଯାଇ ଶବ ହୋଇ ଘରକୁ ଫେରିଲେ l ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ରା. ଉଦୟଗିରି…

ଶରଣକୁଳ ଲଡୁବାବାଙ୍କ ପୂଣ୍ୟ ପୀଠରେ ୬ ହଜାରରୁ ଉର୍ଦ୍ଧ୍ବ କାଉଡ଼ିଆ ଜଳଲାଗି କଲେ

ଓଡ଼ଗାଁ, ୩।୮(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ଶରଣକୁଳ ଠାରେ ବିଜେ ଲଡୁବାବା ମହାଦେବଙ୍କ ଠାରେ ଶ୍ରାବଣ ପ୍ରଥମ ସୋମବାରରେ ୬ ହଜାରରୁ ଉର୍ଦ୍ଧ୍ବ କାଉଡ଼ିଆ ଜଳଲାଗି କଲେ। ରବିବାର ମଧ୍ୟ ରାତ୍ରୀ ପରେ ଠାକୁରଙ୍କ ପହୁଡ଼ ଏବଂ ଅବକାଶ ନୀତି ଅନୁଷ୍ଠିତ ହୋଇଥିଲା।ରାତି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କାତି ଚୋଟ

, ଅଭିଯୋଗକାରୀ ଗୁରୁତର ଅଭିଯୁକ୍ତ ଗିରଫ,ଗୁରୁତର ଭୁବନେଶ୍ୱରରେ ଚିକିତ୍ସାଧୀନ, ଓଡ଼ଗାଁ,୩।୮(ଶ୍ରୀକାନ୍ତ କୁମାର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ଡହଙ୍ଗି ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ଧାରୁଆ କାତିରେ ଆକ୍ରମଣ ଅଭିଯୋଗ ହୋଇଛି।…

ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଙ୍କ ଜିଲ୍ଲା ରେ ବନ୍ୟା ସ୍ଥିତି ସମ୍ପର୍କିତ ସମୀକ୍ଷା ବୈଠକ

ଜଗତସିଂହପୁର, ତା ୩/୦୮/୨୬: ଆଜି ଓଡ଼ିଶା ର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଓ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଜଗତସିଂହପୁର ଜିଲ୍ଲା ଗସ୍ତ ରେ ଆସି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ବନ୍ୟା କ୍ଷୟକ୍ଷତି ଓ ଉଦ୍ଧାର…

ବିଧାୟକଙ୍କ କାର୍ଯ୍ୟାଳୟରେ ମାସର ପ୍ରଥମ ଜନଅଭିଯୋଗ ଶୁଣାଣି

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ରାମନଗରରେ ଥିବା ବିଧାୟକ ରୁପେଶ ପାଣିଗ୍ରାହୀଙ୍କ କାର୍ଯ୍ୟାଳୟରେ ସୋମବାର ମାସର ପ୍ରଥମ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପାରଳା ବିଧାୟକ ରୁପେଶ ପାଣିଗ୍ରାହୀ…