ମହାତ୍ମାଗାନ୍ଧୀ ଇଣ୍ଟର ନେସନାଲ ପବ୍ଲିକ ସ୍କୁଲରେ 10ମ ବାର୍ଷିକ କ୍ରୀଡା ମହାସମାରୋହରେ ଉଦ୍ଯାପିତ।
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ରାୟଗଡା ଜିଲ୍ଲା ଗୁଣପୁର ରାମେଶ୍ୱର ନଗର ସ୍ଥିତ ସ୍ଥାନୀୟ ମହାତ୍ମାଗାନ୍ଧୀ ଇଣ୍ଟର ନେସନାଲ ପବ୍ଲିକ ସ୍କୁଲରେ ଆୟୋଜିତ ବାର୍ଷିକ କ୍ରୀଡା ଉତ୍ସବ ମହାସମାରୋହରେ ଉଦ୍ଯାପିତ ହୋଇଯାଇଛି । ଏହି କ୍ରୀଡା ଉତ୍ସବକୁ ମୁଖ୍ୟ ଅତିଥି ଭାବେ ସରକାରୀ ଉଚ୍ଚ ବାଳିକା…