ସମାଜସେବୀ ଗଣପତି ନାୟକଙ୍କ ଦ୍ୱାଦଶାହ ଶ୍ରଦ୍ଧାଞ୍ଜଳି ସଭା; ଯୋଗ ଦେଲେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ନୂଆଁପଡ଼ା ଗ୍ରାମର ବିଶିଷ୍ଟ ସମାଜସେବୀ ସ୍ଵର୍ଗତ ଗଣପତି ନାୟକଙ୍କ ଦ୍ୱାଦଶାହ ତିଥିରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି I ଗୋବରା ବିଶ୍ୱ ଭାରତୀ ଆବାସିକ ବିଦ୍ୟାଳୟରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ବହୁ ମାନ୍ୟଗଣ୍ୟ…