ମହିଳା ଯୌନ ନିର୍ଯାତନା ସମ୍ପର୍କିତ ସଚେତନତା
ଜଗତସିଂହପୁର,ତା-୩୦.୦୪.୨୦୨୫/ସୁମନ୍ତ କୁମାର ଦାସ:,ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ କର୍ମକ୍ଷେତ୍ରରେ ମହିଳା ଯୌନ ନିର୍ଯାତନା ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଜିଲ୍ଲା ଅଦାଲତର ସମୀଲଣି କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଦେୱାନୀ ବିଚାରପତି ରାକେଶ…