ବାସୁଦେବପୁର ବ୍ଲକ ରେ ଚାରୋଟି ସ୍ଥାନ ରେ ରାସ୍ତା ରୋକ୍ କଲେ ଚାଷୀ

ଦୀର୍ଘ ସମୟ ଧରି ଅଟକି ରହିଲା ଶହ ଶହ ଗାଡି।                  ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକରେ ଧାନ କିଣାରେ କଟନି ଛଟନି । ଆଠ ପର୍ସେଣ୍ଟରୁ ଏଗାର ପର୍ସେଣ୍ଟ କଟନି ଛଟନି କୁ ନେଇ ଚାଷୀଙ୍କ ମଧ୍ଯରେ ତୀବ୍ର ଅସନ୍ତୋଷ ଦେଖାଦେଇଛି । ଏହାକୁ ବିରୋଧ କରି ଚାରି ଟି ସ୍ଥାନ ରେ…

ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ):ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୁବର୍ଣ୍ଣପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ…

ପାଟୁଳି ସାହି ଉ:ପ୍ରା:ବିଦ୍ୟାଳୟର ବାର୍ଷିକ ଉତ୍ସବ

ବେଲଗୁଣ୍ଠା,-:(ଶିବରାମ ଚୌଧୁରୀ )-ଆଜି ବେଲଗୁଣ୍ଠା ବ୍ଳକ୍ ପାଟୁଳି ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୨୦୨୪-୨୫ ଶିକ୍ଷା ବର୍ଷର ବାର୍ଷିକ ଉତ୍ସବ ମହା ଆଡମ୍ବର ସହକାରେ ପାଳନ କରାଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଉଷା ରାଣୀ ପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ…

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବାସୁଦେବପୁର ର ବାର୍ଷିକ ଉତ୍ସବ।

  ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବାସୁଦେବପୁର ର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଅନୁଷ୍ଠିତ ସଭା କାର୍ଯ୍ୟ କ୍ରମ ରେ ସଭାପତି ରାଜ କିଶୋର ମଲିକ ଙ୍କ ସଭାପତିତ୍ବ ରେ ମୁଖ୍ୟ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ…

ନାଟଙ୍ଗା ଦୀନବନ୍ଧୁ ବିଦ୍ୟାପୀଠରେ ବିଶ୍ୱ ଆର୍ଦ୍ରଭୂମି ଦିବସ ପାଳନ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଳକ୍ ନାଟଙ୍ଗା ଦୀନବନ୍ଧୁ ବିଦ୍ୟାପୀଠରେ ବିଶ୍ୱ ଆର୍ଦ୍ରଭୂମି ଦିବସ ପାଳିତ ହୋଇଯାଇଛି I ଅନୁଷ୍ଠାନର ବରିଷ୍ଠ ଶିକ୍ଷୟିତ୍ରୀ ଡୋକି ସରୋଜିନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏନର୍ଜି କ୍ଲବ୍ ର ଶିକ୍ଷକ ପ୍ରଭାତ କୁମାର ଗୌଡ଼…

୨୦ତମ ପାତାଳୀ ମହୋତ୍ସବ ର ୩ୟ ସନ୍ଧ୍ୟା

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ପ୍ରସିଦ୍ଧ ପୀଠ ଶ୍ରୀ ପାତାଳୀ କ୍ଷେତ୍ର କୋଟସମଲାଇ ରେ ଚାଲିଥିବା ୨୦ତମ ପାତାଳୀ ମହୋତ୍ସବ ର ଆଜି ତୃତୀୟ ସନ୍ଧ୍ୟା ଅଧିବେଶନ ରେ ପହଞ୍ଚିଛି।ଆଜି ଅପରାହ୍ନ ୪ଟା ରେ ମହାପ୍ରଭୁଙ୍କ ଦୁର୍ଲଭ ୩୨ବେଶ ପ୍ରଦର୍ଶନ…

ବାନ୍ଦୁପାଲି କ୍ଳଷ୍ଟରରେ ନିପୁଣ ମେଳା

ବିଜେପୁର :-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ବାନ୍ଦୁପାଲି କ୍ଲଷ୍ଟରର ନିପୁଣ ଓଡ଼ିଶା ମେଳା ବରମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବରଗଡ଼ ର…

ରାଜଗାଙ୍ଗପୁର ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ବସନ୍ତ କୁମାର ଜେନା): ରାଜଗାଙ୍ଗପୁର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର…

ବିଦ୍ୟା ଷ୍ଟଡ଼ି ପଏଂଟରେ ମା’ସରସ୍ୱତୀଙ୍କ ଆରଧନା

ସାରନଗରୀ,(ବସନ୍ତ କୁମାର ଜେନା): ଦକ୍ଷିଣ ରାଉରକେଲା ସମସ୍ତ ଶିକ୍ଷା ଅନୁଷ୍ଠାନରେ ଶ୍ରଦ୍ଧା ଓ ଭକ୍ତିର ସହ ବାଗ୍‌ଦେବୀଙ୍କ ଆରଧାନା କରାଯାଇଛି । ସାରନଗରୀର ଘରୋଇ ଶିକ୍ଷାନୁଷ୍ଠାନ ବିଦ୍ୟା ଷ୍ଟଡ଼ି ପଏଂଟ ଠାରେ ମା’ସରସ୍ୱତୀଙ୍କ ପୂଜାର୍ଚ୍ଚନାର ଆୟୋଜନ କରାଯାଇଥିଲା । ଏହି ଅବସରରେ ଅନୁଷ୍ଠାନର…