ଓଡ଼ଗାଁରେ ମଧୁବାବୁଙ୍କ ଜୟନ୍ତୀ ଓ ଧନ୍ୟବାଦ ସଭା
ଓଡ଼ଗାଁ,୨୯।୪(ଶ୍ରୀକାନ୍ତ କୁମାର ମିଶ୍ର): ଓଡ଼ଗାଁ ଦେୱାନୀ ଓ ଫୌଜଦାରୀ ଅଦାଲତର ବାର ଆସୋସିଏସନ୍ ସଭାଗୃହରେ ସଭାପତି ଆଡଭୋକେଟ ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ସଭାପତିତ୍ବରେ ମଧୁବାବୁଙ୍କ ଜୟନ୍ତୀ ଏବଂ ଆଇନ ଦିବସ ପାଳିତ ହୋଇଯାଇଛି । ଓଡ଼ଗାଁ ଅଦାଲତର ପ୍ରଥମ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ମାନସ…