ଓଡ଼ିଶା ରାଜ୍ୟସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ 2025 ପାଳନ।
ଭବାନିପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ଓଡିଶା ରାଜ୍ୟ ସ୍ତରୀୟ ବିଶ୍ଵ ମେଲେରିଆ ଦିବସ 2025 ଭବାନିପାଟଣା ସ୍ଥିତ ଟାଉନ୍ ହଲ୍ ଠାରେ ଓଡ଼ିଶା ରାଜ୍ୟ ଜନ ସ୍ଵାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ଡ଼ା. ନୀଳକଣ୍ଠ ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ଏହି ରାଜ୍ୟ ସ୍ତରୀୟ…