ଧରଣୀଧର ବିଶ୍ୱବିଦ୍ୟାଳୟ ଦ୍ୱାରା “ନିଶା ମୁକ୍ତ ଯୁବ ଅଭିଯାନ” ଶୁଭାରମ୍ଭ

କେନ୍ଦୁଝର,ତା ୩/୮- ଜାତୀୟ ସେବା ଯୋଜନା, ଧରଣୀଧର ବିଶ୍ୱବିଦ୍ୟାଳୟ, କେନ୍ଦୁଝର ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ସଂସ୍କୃତିଭବନ ମଣ୍ଡୁଆ, କେନ୍ଦୁଗଡ଼ ଠାରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକ୍ରମେ "ନିଶା ମୁକ୍ତ ଯୁବା" କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି l ବିକଶିତ ଭାରତ…

ରୋଷେୟା ସହାୟକଙ୍କ ଅଭିଯୋଗ – ଏସଟି,ଏସଇ ବିଭାଗ ଅର୍ଦ୍ଧକୁଶଳୀ ଶ୍ରମିକ ପରିଚୟ ଦେଇ ୨୪ ଘଣ୍ଟା ଖଟାଉଛନ୍ତି।

କେନ୍ଦୁଝର,ତା୩/୮- କେନ୍ଦୁଝର ଜିଲ୍ଲାର ସମସ୍ତ ବ୍ଲକ୍ ରୁ ଆସିଥିବା Cook-Cum-Attendant ବା CCA ମାନେ ପ୍ରଧାନ ଶିକ୍ଷକଙ୍କ ଦ୍ୱାରା ଚରମ ଶୋଷଣର ଶିକାର ହେଉଥିବା ଅଭିଯୋଗ କରିଛନ୍ତି। ସେମାନଙ୍କୁ ST, SC ବିଭାଗ ଅର୍ଦ୍ଧକୁଶଳୀ ଶ୍ରମିକ ପରିଚୟ ଦେଇ କେବଳ ରୋଷେଇ ପାଇଁ ନୁହେଁ,…

ନବରଂଗପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର, ତା. ୦୩.୦୮.୨୦୨୬: ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଡ଼. ମହେଶ୍ୱର ସ୍ୱାଇଁ ଏବଂ ଆରକ୍ଷୀ ଅଧୀକ୍ଷକ କାଶ୍ୟପ ପାର୍ଥ ଜଗଦୀଶଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ…

ଯାଦୁ ସଚେତନା ଓ ସ୍ଵାସ୍ଥ୍ୟ ଶିବିର

ବ୍ରହ୍ମପୁର: ବ୍ରହ୍ମପୁର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଯାଦୁ ରୋଗ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀ ଅଧ୍ୟକ୍ଷ ଡା.ନକୁଳ ସାହୁ କହିଲେ ଦୂଷିତ ଜଳ ସ୍ନାନ ,ଦେହ ଓଦା ରଖିବା ବା ଓଦାଲୁଗା ପରିଧାନ ଦ୍ଵାରା, ଝାଳ,ପ୍ରତିରୋଧକ ଶକ୍ତି…

୩୬ ମେଗାୱାଟ୍ ରୁଫଟପ୍ ସୋଲାର ସ୍ଥାପନା ସହ ଉତ୍ତର ଓଡ଼ିଶାରେ ସୌର ଶକ୍ତି ପ୍ରସାରକୁ ଆହୁରି ସୁଦୃଢ କଲା ଟିପିଏନଓଡିଏଲ୍

-ପିଏମ୍ ସୂର୍ଯ୍ୟ ଘର: ମୁଫ୍ତ ବିଜୁଳି ଯୋଜନାରେ ୧୮ ହଜାର ରୁ ଅଧିକ ପରିବାର ସାମିଲ; ୨୦୨୬–୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ବହୁ ଉପଭୋକ୍ତା ପାଇଲେ ଜିରୋ ୟୁନିଟ୍ ବିଜୁଳି ବିଲ୍ ବାଲେଶ୍ୱର, ଓଡ଼ିଶା; ୦୧ ଅଗଷ୍ଟ ୨୦୨୬ - ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି…

ଓଡ଼ିଶା ସରକାରଙ୍କ ଓୟୁଏଟି ପିଜି ଓ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ଘୋଷଣା

ପିଜି ଛାତ୍ରଛାତ୍ରୀ ପାଇବେ ମାସିକ ₹୧୦,୦୦୦ ଓ ପିଏଚ୍.ଡି ଗବେଷକ ପାଇବେ ମାସିକ ₹୧୫,୦୦୦ ଆମ ଯୁବ ଗବେଷକଙ୍କ ପାଇଁ ଖର୍ଚ୍ଚ କରିବା ମାନେ ଓଡ଼ିଶାର ଚାଷୀମାନଙ୍କ ଭବିଷ୍ୟତକୁ ସୁରକ୍ଷିତ କରିବା- ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଭୁବନେଶ୍ୱର, ୦୩ ଅଗଷ୍ଟ, ୨୦୨୬: ରାଜ୍ୟରେ କୃଷି…

ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ

କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି ଭୁବନେଶ୍ୱର:- ଜାତୀୟ ସ୍ତରର ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ ଓଡ଼ିଶା ପୋଲିସର କ୍ରୀଡାବିତମାନଙ୍କ ଚମକ ପୁଣିଥରେ ଦେଖିବାକୁ ମିଳିଛି । ସର୍ବ ଭାରତୀୟ ସ୍ତରର ବିଭିନ୍ନ ପ୍ରତିଯୋଗିତାରେ 12 ଜଣ କ୍ରୀଡାବିତ ଉଲ୍ଲେଖନୀୟ ସଫଳତା ହାସଲ…

ଓଡ଼ିଶାରେଜିଓରଏକକୋଟି୮୯ଲକ୍ଷରୁଉର୍ଦ୍ଧ୍ବମୋବାଇଲ୍ଏବଂହୋମ୍ବ୍ରଡବ୍ୟାଣ୍ଡଗ୍ରାହକ; ଜୁନ୍‌ରେଯୋଡିଛିସର୍ବାଧିକନୂତନଗ୍ରାହକ: …

- ଜୁନ୍ ମାସରେ ଓଡ଼ିଶାରେ ମୋଟ ନୂତନ ମୋବାଇଲ ଗ୍ରାହକଙ୍କ ମଧ୍ୟରୁ ପ୍ରାୟ ୮୦ ପ୍ରତିଶତ ଜିଓ ନେଟୱାର୍କରେ ଯୋଗ ଦେଇଛନ୍ତି: ଟ୍ରାଇ ତଥ୍ୟ -ଜୁନ୍ ମାସରେ ଓଡ଼ିଶାରେ ଜିଓ ସର୍ବାଧିକ ୧.୧୩ ଲକ୍ଷ ନୂତନ ମୋବାଇଲ୍ ଗ୍ରାହକ ଏବଂ ୧୫୦୦୦ ରୁ ଅଧିକ ନୂତନ ହୋମ୍ ବ୍ରଡବ୍ୟାଣ୍ଡ ଗ୍ରାହକ ଯୋଡିଛି: …

କୁରାଳ ଦଧିବାମନ ସଂସ୍କୃତ ମହାବିଦ୍ୟାଳୟରେ ଆତ୍ମସୁରକ୍ଷା ପ୍ରଶିକ୍ଷଣ ଉଦ୍‌ଯାପିତ,

ଓଡ଼ଗାଁ, ୨।୮(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ୍‌ ଅନ୍ତର୍ଗତ କୁରାଳ ଦଧିବାମନ ସଂସ୍କୃତ ମହାବିଦ୍ୟାଳୟରେ ଜୁଲାଇ ୨୭ ତାରିଖରୁ ଚାଲିଥିବା ମହିଳା ଆତ୍ମସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର ଉଦ୍‌ଯାପିତ ହୋଇଯାଇଛି।ମହିଳା ଛାତ୍ରୀଙ୍କ ସୁରକ୍ଷା ଓ ସଶକ୍ତିକରଣ…

ଦୁତୀକେଶ୍ବର ପୀଠରେ କାଉଡ଼ିଆଙ୍କ ଭିଡ଼

ସନ୍ଧ୍ୟା ସୁଦ୍ଧା ୨ ହଜାର ଟପିଲା କାଉଡ଼ିଆଙ୍କ ସଂଖ୍ୟା ଓଡ଼ଗାଁ, ୨।୮(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶ୍ରାବଣର ପ୍ରଥମ ସୋମବାର ଶୂଳପାଣି ବାବା ଦୁତୀକେଶ୍ବରଙ୍କ ନିକଟରେ ଜଳଲାଗି କରିବା ପାଇଁ କାଉଡ଼ିଆଙ୍କ ଭିଡ଼ ଜମିବାରେ ଲାଗିଛି। ରବିବାର ସନ୍ଧ୍ୟା ସୁଦ୍ଧା…