ସୋଆରେ ଲେଖା ସମ୍ପାଦନା ଉପରେ ୫-ଦିନିଆ କର୍ମଶାଳା ଆରମ୍ଭ
ଭୁବନେଶ୍ୱର, ଏପ୍ରିଲ ୨୩ : ପୁରାତନ ଓଡ଼ିଆ ପୋଥିଗୁଡ଼ିକର ଲେଖା ସମ୍ପାଦନା ବିଷୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଠାରେ ବୁଧବାର ଏକ ୫-ଦିନିଆ କର୍ମଶାଳା ଉଦ୍ଘାଟିତ ହୋଇଯାଇଛି । ଏହି କର୍ମଶାଳାରେ ଲେଖା ସମ୍ପାଦନାରେ ଦକ୍ଷତା ବୃଦ୍ଧି ପାଇଁ ୧୫ ଜଣ ଗବେଷକଙ୍କୁ ତାଲିମ ଦିଆଯିବ…