ସମ୍ବଲପୁର ସ୍କୁଲଗୁଡିକରେ ଏସଟିଇଏମ୍ ଶିକ୍ଷାକୁ ଆଗେଇନେବା ନିମନ୍ତେ ଆଦିତ୍ୟ ଆଲୁମିନିୟମ ଦ୍ୱାରା ମିନି ସାଇନ୍ସ ସେଣ୍ଟର…
ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ କମ୍ପାନୀ ଆଦିତ୍ୟ ଆଲୁମିନିୟମ ସମ୍ବଲପୁର ଜିଲ୍ଲା ମଧ୍ୟରେ ପାଞ୍ଚଟି ସ୍କୁଲରେ ମିନି ସାଇନ୍ସ ସେଣ୍ଟର ସ୍ଥାପନ ଦ୍ୱାରା ଏସଟିଇଏମ୍ ଶିକ୍ଷାରେ ବୃଦ୍ଧି ଘଟାଇବା ଦିଗରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଗ୍ରହଣ କରିଛି । ଏହି ପ୍ରୟାସ ଛାତ୍ରଛାତ୍ରୀଙ୍କ ନିମନ୍ତେ…