ସ୍ଥାନୀୟ ନ୍ୟୁ ଡ୍ରିମ ଇଣ୍ଡିଆ ସ୍କୁଲ ର ବାର୍ଷିକକ୍ରୀଡା ଉଦଯାପିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ସ୍ଥାନୀୟ ନ୍ୟୁ ଡ୍ରିମ ଇଣ୍ଡିଆ ସ୍କୁଲ ର ବାର୍ଷିକକ୍ରୀଡା ଆଜି ଉଦଯାପିତ ହୋଇଯାଇଛି. ଗତ ଦୁଇଦିନ ଧରି ଏହି କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା. ଗୁଣୁପୁର ମହାବିଦ୍ୟାଳୟ ର ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ଶ୍ରୀଯୁକ୍ତ ଦେବ ପ୍ରସାଦ ପାଢ଼ୀ ମୁଖ୍ୟ…

ଜିଲ୍ଲା ସ୍ତରୀୟ କୃଷି ନିର୍ଧାରଣ କମିଟି ବୈଠକ ଅନୁଷ୍ଠିତ, ରବି ଋତୁ ପାଇଁ ଫସଲ ଯୋଜନା

ନବରଙ୍ଗପୁର ତା୨୨.୦୧.୨୦୨୫, ଅଶୋକ ସାହୁ, ଶାସକ ପ୍ରଶାସକ,ଗତ କାଲି ୨୧.୧.୨୦୨୫ ତାରିଖ ଜ଼ିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ନବରଙ୍ଗପୁର ଜିଲ୍ଲାରେ ରବି ଋତୁ ୨୦୨୪-୨୫ ପାଇଁ ଫସଲ ଯୋଜନା ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଙ୍କ ଅଧକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଏହି ସଭାରେ…

ରାଣୀ ଲକ୍ଷ୍ମିବାଇ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୨୨/୦୧/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଗତ ୧୫ ତାରିଖରୁ ଚାଲି ଆସିଥିବା ରାଣୀ ଲକ୍ଷ୍ମିବାଇ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇ ଯାଇଛି। ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ରମେଶ…

ବିଜେପୁରରେ କାୟାକଳ୍ପ ତଦାରଖ ଦଳ ପରିଦର୍ଶନ

ବିଜେପୁର:-ସୁଶାନ୍ତ ସାହୁ ବରଗଡ ଜିଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରରେ ପ୍ରତିବର୍ଷ ଭଳି ତା ୨୨.୦୧.୨୦୨୫ ରିଖ ବୁଧବାର ଅପରାହ୍ନ ସମୟରେ ଭୁବନେଶ୍ବରରୁ ଆସିଥିବା କାୟାକଳ୍ପ ତଦାରଖ ଦଳ ଆସି ଡାକ୍ତରଖାନା ଭିତ୍ତିଭୂମି,ପରିମଳ ବ୍ୟବସ୍ଥା, ପରିସ୍କାର ପରିଚ୍ଛନ୍ନତା,ରକ୍ତ ନମୁନା ସଂଗ୍ରହ…

ଝାରବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସପ୍ତଦଶ ବାର୍ଷିକୋତ୍ସବ ଅନୁଷ୍ଠିତ।

ପଦ୍ମପୁର :- ପାଇକମାଲ ବ୍ଳକ୍ ଅନ୍ତର୍ଗତ ଝାରବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସପ୍ତଦଶ ବାର୍ଷିକୋତ୍ସବ ଅନୁଷ୍ଠିତ।ମୁଖ୍ୟ ଅତିଥି ଭାବେ ବିଧାୟିକା ବର୍ଷା ସିଂ ବରିହା ଯୋଗ ଦେଇଥିବା ବେଳେ ବ୍ଳକ୍ ଅଧ୍ୟକ୍ଷା ପ୍ରତିନିଧି ଗୌତମ ସିଂ,ବିଇଓ ଚୂଡାମଣି ବାରିକ ସ୍କୁଲ ପରିଚାଳନା କମିଟି ସଭାପତି ଅମର…

ଜାତୀୟ ଶିଶୁ କନ୍ୟା ଦିବସ ପାଳିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୨/୦୧/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ସଦର ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିକ୍ଷା ବିଭାଗ ତରଫରୁ ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇଯାଇଛି। ବିଆରସିସି ଭଗବାନ ମାଝୀ ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ଏବିଇଓ…

୬ଷ୍ଠ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଓଡ଼ଗାଁ କପ୍ ୨୦୨୫ ଉଦଘାଟିତ,

ଫ୍ରେଣ୍ଡସ୍ ପାରାଡାଇଜ କ୍ଳବ୍ ଜଟଣୀକୁ ହରାଇ ଜଗା ୟୁନାଇଟେଡ଼ ଭୁବନେଶ୍ବର ପ୍ରଥମ ଦଳ ଭାବେ ସେମିରେ ପ୍ରବେଶ ଓଡ଼ଗାଁ, ୨୨।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ମିନିଷ୍ଟାଡିୟମଠାରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ୬ମ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଓଡ଼ଗାଁ କପ୍…

ଓଡ଼ଗାଁ ତାଲୁକ ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ସାମ୍ବିଧାନିକ ଅଧିକାର ଓ କର୍ତ୍ତବ୍ୟ ସଂପର୍କ ଏକ ଆଲୋଚନା ଚକ୍ର

ଓଡଗାଁ, ୨୨।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଦାଲତ ପରିସରରେ ତାଲୁକ ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଓଡ଼ଗାଁ ଓକିଲ ସଂଘ ସଭା ଗୃହ ମଧ୍ୟରେ ଆଇନ ସେବା ପ୍ରାଧିକରଣର ସଚୀବ ତଥା ଓଡ଼ଗାଁ ଅତିରିକ୍ତ ଜିଲ୍ଲା ଦୌରlଜାଜ୍ ମାନସ ରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ସାମ୍ବିଧାନିକ…

ରେଡିଏନ୍ସ ଶିକ୍ଷାନୁଷ୍ଠାନରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବିଜେପୁର :-ସୁଶାନ୍ତ ସାହୁ ବରଗଡ଼ ଜିଲ୍ଲା ବିଜେପୁର ସହର ସ୍ଥିତ ପ୍ରକୃତି ବିହାର ରେଡିଏନ୍ସ ଶିକ୍ଷାନୁଷ୍ଠାନରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ  ଅଧ୍ୟକ୍ଷ ପ୍ରଫେସର୍ ଘନଶ୍ୟାମ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରୀ ଗାୟତ୍ରୀ ପଟେଲ ସୁନ୍ଦର ମଞ୍ଚ…

ଗଜପତି ଜିଲ୍ଲାର ୪୫ ଗୋଟି ସୋସାଇଟିରୁ ଧାନ କ୍ରୟ କରାଯାଉଛି

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଓ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି କ୍ରମେ ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଚଳିତ ୨୦୨୪-୨୫ ଖରିଫ ବର୍ଷରେ ଜିଲ୍ଲାର ୪୫ ଗୋଟି ମଣ୍ଡି ଖୋଲାଯାଇଛି। ଚାଷୀଙ୍କ ଉତ୍ପାଦିତ ଧାନ ସରକାରଙ୍କ ଦ୍ବାରା…