ଖରିଆର ବ୍ଲକ୍ ରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ସ୍ଵତନ୍ତ୍ର ଋଣ ମେଳା ଅନୁଷ୍ଠିତ

ନୂଆପଡ଼ା ଜିଲ୍ଲା ରୁ କଲିମ ମହମ୍ମଦ (ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଷ୍ଟେଟ୍ ବ୍ୟାଙ୍କ୍ ପରିସରରେ ମିଶନ ଶକ୍ତି ବିଭାଗ ତରଫରୁ ବ୍ଲକ୍ ର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଏକ ସ୍ଵତନ୍ତ୍ର ଋଣ ମେଳା ଅନୁଷ୍ଠିତ ହୋଇ ଯାଇଛି l ଏଥିରେ ଜିଲ୍ଲାପାଳ ମଧୁସୂଦନ ଦାଶ ମୁଖ୍ୟ…

ଓଡିଶାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରାଯିବ, ପ୍ରି-ସ୍କୁଲ ପିଲାଙ୍କ ପାଇଁ ଶିଶୁ ବାଟିକା ଖୋଲାଯିବ-…

ନୂତନ ଶିକ୍ଷା ନୀତି-2020 ସମ୍ପର୍କିତ ତିନି ଦିନିଆ ଜାତୀୟ କର୍ମଶାଳାର ଶୁଭାରମ୍ଭ ରାଜ୍ୟର ପାଠ୍ୟକ୍ରମରେ ଓଡିଶାର ଗୌରବମୟ ଇତିହାସ, ଐତିହ୍ୟ ଓ ବରପୁତ୍ରମାନେ ସ୍ଥାନ ପାଇବା ଆବଶ୍ୟକ-କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ଭୁବନେଶ୍ୱର: ଆଜି ଲୋକସେବା ଭବନ କନ୍‌ଭେନ୍‍ସନ୍ ସେଣ୍ଟରରେ ନୂଆ ଶିକ୍ଷା…

“ମୋ ସଂସାର ଉଚ୍ଛନ୍ନ ହେଇଯାଇଛି,ମୋତେ ସାହାଯ୍ୟ କରନ୍ତୁ ମୁଖ୍ୟମନ୍ତ୍ରୀ।”

ମୁଖ୍ୟମନ୍ତ୍ରୀଙ୍କୁ ଆବେଦନ ପତ୍ର ଦେଲେ କେନ୍ଦୁଝରର ଗରିବ ଜଳଖିଆ ଦୋକାନୀ ଘର ପୋଡ଼ିକୁ ୫ଦିନ ବିତିଲେ ମଧ୍ୟ ସରକାରୀ ସାହାଯ୍ୟ ଅପହଞ୍ଚ। କେନ୍ଦୁଝର,ତା୨୧/୧/ଦିଲ୍ଲୀପ ସାହୁ (ସ୍ୱତନ୍ତ୍ର ପ୍ରତିନିଧି)- କଥାରେ ଅଛି ଘର ପୋଡ଼ି ଠାରୁ ବିପତ୍ତି ନାହିଁ। ଏହିପରି ଘର ପୋଡ଼ିର…

ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଅନୁଷ୍ଠିତ ।

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ସ୍ଥାନୀୟ ଖେଳପଡିଆ ରେ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନ ଶିକ୍ଷୟିତ୍ରୀ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କ୍ରିଡ଼ା…

ଇଣ୍ଡିଆନ୍ ବିଲ୍ଡିଂ କଂଗ୍ରେସ ପକ୍ଷରୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ

ଭୁବନେଶ୍ୱର, ୨୦ ଜାନୁଆରୀ : ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉତ୍ସର୍ଗୀକୃତ ଓ ନିରବଚ୍ଛିନ୍ନ କାର୍ଯ୍ୟ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଇଣ୍ଡିଆନ୍ ବିଲ୍ଡିଂ କଂଗ୍ରେସ ଓଡ଼ିଶା ଶାଖା ପକ୍ଷରୁ ଜୀବନବ୍ୟାପୀ ସାଧନା…

ଡାଇରିଆରେ ୪ ଜଣଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର ଦାୟୀ: ବିଜେଡି

 ଘଟଣାର ୧୦ ଦିନ ପରେ ମଧ୍ୟ ସ୍ୱାସ୍ଥ୍ୟ ବିଭାଗ ସ୍ଥାଣୁ  ନୂଆ ସରକାର ଆସିବା ପରେ ପିଏଚ୍ସିରେ ତାଲା  ନୂଆ ସରକାର ଆସିବା ପରେ ଟ୍ରିଟ୍ମେଣ୍ଟ ପ୍ଲାଣ୍ଟ କାମ ମଧ୍ୟ ବନ୍ଦ ଭୁବନେଶ୍ୱର, ୨୧/୦୧/୨୦୨୫: ପୁରୀ ଜିଲ୍ଲାର କଣାସ ଅଞ୍ଚଳରେ ଡାଇରିଆରେ ୪ ଜଣଙ୍କ ମୃତ୍ୟୁ ଘଟଣାରେ…

ଜାତୀୟ ଶିକ୍ଷା ନୀତି ଅନୁଯାୟୀ ପାଠ୍ୟ ଖସଡ଼ା ପ୍ରସ୍ତୁତ ହେବ- ଧର୍ମେନ୍ଦ୍ର ପ୍ରଧାନ

  ଭୁବନେଶ୍ୱର, ଜାନୁଆରୀ ୨୧ - ଓଡ଼ିଶା ସରକାର ରାଜ୍ୟରେ ଜାତୀୟ ଶିକ୍ଷା ନୀତି -୨୦୨୦କୁ ସଫଳ ଭାବେ କ୍ରିୟାନ୍ୱୟନ କରିବା ଦିଗରେ ଆଜି ଯେଉଁ କର୍ମଶାଳାର ଆୟୋଜନ କରିଛନ୍ତି, ତାହା ସ୍ୱାଗତଯୋଗ୍ୟ ପଦକ୍ଷେପ । ଜାତୀୟ ଶିକ୍ଷା ନୀତି ଅନୁଯାୟୀ ରାଜ୍ୟରେ ପାଠ୍ୟ ଖସଡ଼ା ପ୍ରସ୍ତୁତ ହେବା ଦରକାର ବୋଲି…

ହାତୀ ଲାଗି ଦୌଡ଼, ହାତୀ ବଞ୍ଚିଲେ ପରିବେଶ ରହିବ।

କେନ୍ଦୁଝର,ତା୨୧/୧/ ଦିଲ୍ଲୀପ ସାହୁ (ସ୍ୱତନ୍ତ୍ର ପ୍ରତିନିଧି)- ଆଜି କେନ୍ଦୁଝର ସହରରେ କେନ୍ଦୁଝର ଫରେଷ୍ଟ ଡିଭିଜନ, ୱାଇଲ୍ଡ ଲାଇଫ ଟ୍ରଷ୍ଟ ଅଫ ଇଣ୍ଡିଆ ଓ ସେଣ୍ଟ୍ରାଲ ଜିଏସଟି ପକ୍ଷରୁ ମିଳିତ ଭାବେ ହାତୀ ସୁରକ୍ଷା ଲାଗି ଏକ ଅଭିନବ ମିନି ମାରାଥନ ଅନୁଷ୍ଠିତ ହୋଇଥିଲା। କେନ୍ଦୁଝର ଷ୍ଟାଡିୟମରେ…

“ହାତଲେଖା” ପତ୍ରିକାର ଶୀତ ସଂଖ୍ୟା ଉନ୍ମୋଚିତ

କେନ୍ଦୁଝର,ତା୨୧/୧/ ଦିଲ୍ଲୀପ ସାହୁ (ସ୍ୱତନ୍ତ୍ର ପ୍ରତିନିଧି)-  କେନ୍ଦୁଝର ସହରର ଗୋବିନ୍ଦପୁରସ୍ଥିତ ମୁକୁନ୍ଦେଶ୍ଵର ମନ୍ଦିର ପ୍ରାଙ୍ଗଣରେ ତ୍ରୟ ମାସିକ ସାହିତ୍ୟ ପତ୍ରିକା "ହାତଲେଖା ଓଡ଼ିଆ କବିତା"ର ଶୀତ ସଂଖ୍ୟା ଉନ୍ମୋଚିତ ହୋଇ ଯାଇଛି । ଏଥିରେ ଅତିଥି ଭାବରେ ଶ୍ରୀଯୁକ୍ତ ବାଇଧର ପଣ୍ଡା,…

ଆଇ ଏସ ଆର ଡି ୱାନ ଷ୍ଟପ ସେଣ୍ଟର ତରଫରୁ ରାଷ୍ଟ୍ରୀୟ ଶିଶୁ ସନ୍ତାନ ଦିବସର ସପ୍ତାହ

ନବରଙ୍ଗପୁର 21/01.2026,ଅଶୋକ ସାହୁ, ଶାସକ ପ୍ରଶାସକ : ନବରଙ୍ଗପୁରରେ ଆଇ ଏସ ଆର ଡି ୱାନ ଷ୍ଟପ ସେଣ୍ଟର ସଖୀ ତରଫରୁ ରାଷ୍ଟ୍ରୀୟ ଶିଶୁ ସନ୍ତାନ ଦିବସର ସପ୍ତାହ ପାଳନ ଅବସରରେ ନବରଙ୍ଗପୁର ର ପବ୍ଲିକ ସ୍କୁଲ ର ଛାତ୍ରୀମାନଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ଅବସରରେ ଶିଶୁ…