ମାୟାବର୍ହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉତ୍ସବ

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ମାୟାବର୍ହା କ୍ଲଷ୍ଟର ସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ତଥା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉତ୍ସବ ସ୍ଥାନୀୟ ଖେଳପଡିଆ ରେ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନ…

୭୬ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସାଇପ୍ରିୟା ୱେଲଫର ଟ୍ରଷ୍ଟ ତରଫରୁ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ

ରାୟଗଡ:  ରାୟଗଡ ସହର ସ୍ଥିତ ସାଇପ୍ରିୟା ନଗର ଠାରେ ଥିବା ସାଇପ୍ରିୟା ୱେଲଫର ଟ୍ରଷ୍ଟ କାର୍ଯ୍ୟାଳୟରେ ସାଇପ୍ରିୟା ନଗର ନିକଟ ଅଞ୍ଚଳରେ ଥିବା ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ୭୬ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…

ଲଉଡ଼ିଦରହା ମଣ୍ଡିରେ ଧାନ ଉଠୁନି ଚାଷୀ ହନ୍ତ ସନ୍ତ।

ମଣ୍ଡି ରେ ପଡିଛି ୬୧୦୦୦ପାକିଟ ଧାନ! ଝାରବନ୍ଧ -ମନୋହର ଦାଶ:ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଲଉଡ଼ିଦରହା ସେବା ସମବାୟ ସମିତି ର ଅଧୀନ ରେ ଥିବା ଜଗଦଲପୁର, କୁମୀର, ଲଉଡ଼ିଦର୍ହ। ଧାନ ମଣ୍ଡି ରୁ ଧାନ ଉଠିବାରେ ବିଳମ୍ବ ହେଉଥିବାରୁ ଚାଷୀ ମହଲ ରେ ଅସନ୍ତୋଷ ଦେଖା ଦେଇଛି।…

ମହିଳା ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ମାସ-୨୦୨୫ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ପରିସରରେ ପାରଳାଖେମୁଣ୍ଡି ଆଦର୍ଶ ଥାନା ତରଫରୁ ସଡ଼କ ସୁରକ୍ଷା ମାସ -୨୦୨୫ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଏହି ଅନୁଷ୍ଠାନର ବରିଷ୍ଠ ଇତିହାସ…

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତ ଜେଲଗଲା

ଓଡ଼ଗାଁ ୧୮।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ମାଳିଆଝୋଲାର କେଶବ ନାୟକ (୩୦)କୁ ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଓଡ଼ଗାଁ ପୋଲିସ ଗିରଫ କରି ଶନିବାର କୋଟଚାଲାଣ କରିଥିଲେ । ସେଠାରେ କେଶବର ଜାମିନ୍ ଖାରଜ ହେବାରୁ ତାକୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଘଟଣାରୁ…

କୁରାଳ ସେବା ସମବାୟ ସମିତି ଫାଟକରେ ପଡିଲା ତାଲା,ଧାନ ସଂଗ୍ରହ ସାରି ଫେରୁଥିବା ବୋଝେଇ ଟ୍ରକ ଅଟକ

ଓଡ଼ଗାଁ ୧୮।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ କୁରାଳ ସେବା ସମବାୟ ସମିତିରେ ସର୍ବଦା କିଛିନା କିଛି ସମସ୍ୟା ନେଇ ସମାଲୋଚିତ ‌ହେଉଥିବା ବେଳେ ଶନିବାର ଦିନ ମଣ୍ଡିରେ ଧାନ ସଂଗ୍ରହ ସାରି ମିଲର ଗାଡ଼ି ବାହାର କରିବା ପୂର୍ବରୁ ଫାଟକ ବାହାର ପାଖରେ କିଛି ଚାଷୀ ତାଲା…

ବାଚସ୍ପତିଙ୍କ ଦ୍ୱାରା ବର୍ଦ୍ଧିତ ଭତା ବିତରଣ

ଓଡ଼ଗାଁ,୧୮।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ରଣପୁର ନିର୍ବାଚନ ମଣ୍ଡଳୀରେ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ୮୩୪ ଜଣଙ୍କୁ ଶନିବାର ଭତା ପ୍ରଦାନ କରାଯାଇଛି । ଏଥିନିମନ୍ତେ ଜାନୁଆରୀ ୧୮ ତାରିଖ ମଧ୍ୟାହ୍ନରେ ସାମାଜିକ ସୁରକ୍ଷା ଓ…

ମହିଳା ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ଆତ୍ମରକ୍ଷା କାର୍ଯ୍ୟକ୍ରମ ଆରମ୍ଭ

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ମହିଳାମାନଙ୍କ ସୁରକ୍ଷା ପାଇଁ ଆତ୍ମରକ୍ଷା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମ ଆଠଦିନ ଧରି ଚାଲୁରହିବ । କାର୍ଯ୍ୟକ୍ରମକୁ ଉଦ୍ଘାଟନ ଓ ପରିଚାଳନା କରିଥିଲେ ଅଧ୍ଯକ୍ଷା ଡ଼.…

ସାମ୍ବାଦିକ ତଥା ସମାଜସେବୀ କ୍ରିଷ୍ଣା ସେଠୀ ସମ୍ମାନଜନକ ଡକ୍ଟରେଟ ସମ୍ମାନରେ ସମ୍ମାନୀତ।

ଖପ୍ରାଖୋଲ (ହେମସାଗର ସାହୁ)ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲାଠୋର ର ସାମ୍ବାଦିକ ତଥା ସମାଜସେବୀ କୃଷ୍ଣ ଚନ୍ଦ୍ର ସେଠୀ ଙ୍କୁ ସମ୍ମାନଜନକ ଡକ୍ଟରେଟ ସମ୍ମାନରେ ସମ୍ମାନୀତ କରାଯାଇଛି। ନୂଆଦିଲ୍ଲୀ ସ୍ଥିତ ଦ କେସ୍ଟଲ ଅଫ୍ ଆର୍ଟ ଥିଏଟର ଦଶମେଶ୍ ପ୍ଲାଜା ଫରିଦାବାଦ୍ ରେ ମେଜିକ୍ ଏଣ୍ଡ ଆର୍ଟ…

ଗଜବନ୍ଧ ରେ କ୍ଲଷ୍ଟର ସ୍ତରୀୟ ଅଷ୍ଟମ ମାସିକ ବୈଠକ

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ଅଷ୍ଟମ ମାସିକ ବୈଠକ ଆୟୋଜିତ ହୋଇଯାଇଛି l ସ୍ଥାନୀୟ ପ୍ରଧାନ ଶିକ୍ଷକ ହାରାଧନ ବେରିଆ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ…