ଭୁବନେଶ୍ୱର ବିମାନବନ୍ଦର ଠାରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି
ଭୁବନେଶ୍ୱର
ଦିଲ୍ଲୀରେ ନିବେଶକ ସମ୍ମିଳନୀ ଓ MoU ସମ୍ପର୍କରେ
ଶିଳ୍ପ କ୍ଷେତ୍ରରେ ଅଗ୍ରଗତି ପାଇଁ ଉତ୍କର୍ଷ ଓଡିଶା ପରେ ନୂଆ ଦିଲ୍ଲୀରେ IOCL ସହିତ ଆମର MoU ଦ୍ୱିତୀୟ ଐତିହାସିକ ପଦକ୍ଷେପ ।
ଏପ୍ରିଲ 7 ଓ 8, ଏହି ଦୁଇ ଦିନ ଧରି, ମୁଁ HCL Technologyର ନୋଇଡା ସ୍ଥିତ କାର୍ଯ୍ୟାଳୟ…