ଓଡ଼ିଆ ପକ୍ଷ ପାଳନ ଅବସରରେ ମା ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ରେ ଆସ ବହିଟିଏ କିଣିବା ଦିବସ ପାଳିତ।
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ତା 9.4.2025 ଓଡ଼ିଆ ପକ୍ଷ ପାଳନ ଅବସରରେ ମା ମାଣିକେଶ୍ଵରୀ ବିଶ୍ଵ ବିଦ୍ୟାଳୟର ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। ଭାରପ୍ରାପ୍ତ କୁଳପତି ଡ. ନିବେଦିତା ନାଥଙ୍କ ପୃଷ୍ଠପୋଷକତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ…