ବରଗଡ ସାଂସଦଙ୍କୁ ଜନ୍ମ ଦିନର ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ବରଗଡ,୬ ୵ ୪: ଏପ୍ରିଲ ୫ ତାରିଖ ଦିନ ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ ତାଙ୍କ ଜନ୍ମ ଦିବସରେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜ୍ଞାପନ କରିବା ସହ ଜୀବନର ସୁଖ ସମୃଦ୍ଧି ପାଇଁ ଭଗବାନ ଙ୍କ ଠାରେ ପ୍ରାର୍ଥନା କରିଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ…