ଏବିଭିପି ପକ୍ଷ ରୁ ବିବେକାନନ୍ଦ ଜୟନ୍ତୀ ପାଳନ।

ବାସୁଦେବପୁର -ଭଦ୍ରକ ଜିଲ୍ଲା ବାସୁଦେବପୁର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ନଗର ତରଫରୁ ଯୁବ ମାନସର ଚେତନାର ପ୍ରତୀକ ସ୍ବାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ରାଷ୍ଟ୍ରୀୟ ଯୁବ ଦିବସ ଅବସରରେ ସ୍ଥାନୀୟ ଶ୍ରୀ ହନୁମାନ ବାଟିକା ପରିସରରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସର ରେ…

ବିବେକାନନ୍ଦ ଶିକ୍ଷା କେନ୍ଦ୍ର ର ବିବେକାନନ୍ଦ ଜୟନ୍ତୀ ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ।

ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ପୌର ପରିଷଦ ରେ ଥିବା ବିବେକାନନ୍ଦ ଶିକ୍ଷା କେନ୍ଦ୍ର ରେ ୨୩ ତମ ବାର୍ଷିକ ଉତ୍ସବ ଓ ବିବେକାନନ୍ଦ ଜୟନ୍ତୀ ପାଳନ ହୋଇ ଯାଇଛି। ସକାଳ ସମୟ ରେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ବିବେକାନନ୍ଦ ବେଶ ପ୍ରତିଯୋଗିତା ଅନୁଷ୍ଟିତ ହୋଇଥିଲା। ଏହି…

ଚାଷି ଚତୁର୍ଭୁଜ ସାହୁ ଙ୍କ ପରଲୋକ, ଗାଁ ରେ ଶୋକାକୁଳ ପରିବେଶ

ଖପ୍ରାଖୋଲ ୧୨/୧ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ଓଡ଼ିଆପାଲି ପଞ୍ଚାୟତ ବୁଢିବାହାଲ ଗାଁ ର ଆଗୁଆ ଚାଷି ଚତୁର୍ଭୁଜ ସାହୁ (୭୪) ଙ୍କ ଶନିବାର ବିଳମ୍ବିତ ରାତିରେ ବଲାଙ୍ଗିର ର ଏକ ଘରୋଇ ଡ଼ାକ୍ତରଖାନାରେ ପରଲୋକ ହୋଇଯାଇଛି। କିଛି ଦିନ ହେଲା ମସ୍ତିଷ୍କ ଘତ ରେ ଗୁରୁତର ହୋଇ ଚିକିତ୍ସିତ…

ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର କୋ ୟୁନିଟର ଜାତୀୟ ଯୁବ ଦିବସ ପାଳିତ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )- ଆଜି ସ୍ଥାନୀୟ ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର କୋ ୟୁନିଟ ତରଫରୁ ଜାତୀୟ ଯୁବ ଦିବସ ପାଳିତ ହୋଇଯାଉଛି। ଇତିହାସ ବିଭାଗର ମୁଖ୍ୟ ଅଧ୍ୟାପକ ଅଶୋକ କୁମାର ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ…

ମହିଳା ସ୍ନାତକ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍ ଯାପିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଦୁଇ ଦିନ ଧରି ଚାଲିଥିବା ୧୦ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉତ୍ସାହ ଓ ଉଦ୍ଦୀପନାର ସହ ମହାଆଡମ୍ବରରେ ପାଳିତ ହୋଇଯାଇଛି। ଏହି କ୍ରୀଡା ପ୍ରତିଯୋଗିତାର ଉଦ୍ ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…

ଅଷ୍ଟାଦଶତମ ପ୍ରବାସୀ ଭାରତୀୟ ଦିବସ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ :ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଉଚ୍ଚଶିକ୍ଷା ବିଭାଗ ଦ୍ଵାରା ନିର୍ଦ୍ଦେଶିତ ତିନି ଦିନ ଧରି ଆୟୋଜିତ ଅଷ୍ଟାଦଶତମ ପ୍ରବାସୀ ଭାରତୀୟ ଦିବସ ଉଦ୍ ଯାପିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଯୁବ ଦିବସ ଅବସରରେ ୪୦ ବର୍ଷ ବନ୍ଧୁତ୍ୱର ସ୍ମୃତି ଚାରଣ

ଭୁବନେଶ୍ଵର, ୧୨/୦୧: ନୟାଗଡ଼ ମହାବିଦ୍ୟାଳୟରେ ୧୯୮୫ ମସିହାରେ+୨ ବିଜ୍ଞାନରେ ନାମ ଲେଖାଇଥିବା ଛାତ୍ରମାନେ ଆଜି ଜାତୀୟ ଯୁବ ଦିବସ ଅବସରରେ ଏକାଠି ହୋଇ ତାରୁଣ୍ୟର ସ୍ମୃତି ଚାରଣ କରିବା ସହିତ ନିଜ ଶିକ୍ଷାନୁଷ୍ଠାନର ବିକାଶରେ ସହଯୋଗର ହାତ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ଵରର ଏକ…

ଜିଲ୍ଲାସ୍ଥରୀୟ କୃଷିମେଳା ଉଦଯାପିତ,

" ଚାଷୀମାନଙ୍କୁ ଆୟକୁ ଦ୍ୱଗୁଣିତ କରିବା ନିମନ୍ତେ ବିଭିନ୍ନ ବିଭାଗ ସହଯୋଗ ରହି କାର୍ଯ୍ୟ କଲେ ସରକାରଙ୍କ ଉଦେଶ୍ୟ ସାଧିତ ହେବ-ମୃତ୍ତିକା ସଂକ୍ଷଣ ନିର୍ଦ୍ଦେଶକ " ରାୟଗଡ ତା ୧୧/୦୧-ରାୟଗଡରେ ଦୀର୍ଘ ୫ଦିନ ବ୍ୟାପି ଜିଲ୍ଲାସ୍ଥରୀୟ କୃଷି ମୋହତ୍ସବ ଆଜି ଉଦଯାପିତ ହୋଇଯାଇଛି l ସ୍ଥାନୀୟ ଜି.ଆଇ.…

29 ତମ ସର୍ବ ଭାରତୀୟ ବୋରାସମ୍ବର କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ

ପଦ୍ମପୁର :- ବରଗଡ଼ ଜିଲ୍ଲା ପଦ୍ମପୁର ରାଜବୋଡାସମ୍ବର ଖେଳପଡିଆ ଠାରେ 29 ତମ ସର୍ବଭାରତୀୟ ବୋରାସମ୍ବର କପ୍ କ୍ରିକେଟ ଆଜିଠାରୁ ଅନୁଷ୍ଠାନିକ ଭାବରେ ଉଦଘାଟିତ ହୋଇଯାଇଛି। ଆଜିର ଉଦଘାଟନୀ ଦିବସରେ ମୁଖ୍ୟଅତିଥି ଭାବରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା,ସମ୍ମାନିତ ଅତିଥି ରାଜବୋଡାସମ୍ବର…

ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଓଡିଶାରୁ ଓ ଓଡିଶା ମଧ୍ୟଦେଇ ମହାକୁମ୍ଭ ମେଳା-2025 ସ୍ୱତନ୍ତ୍ର ଟ୍ରେନ୍ |

ଭୁବନେଶ୍ୱର: ପ୍ରୟାଗରାଜ ଠାରେ ଆୟୋଜିତ ହେବାକୁଥିବା ଆଗାମୀ ମହାକୁମ୍ଭ ମେଳା 2025 ରେ ଯୋଗଦେବାକୁ ଥିବା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଶେଷ ଟ୍ରେନ ସୁବିଧା ଆୟୋଜନ କରାଯାଇଅଛି ଯାହାକି ଓଡିଶାରୁ ଉତ୍ପତ୍ତି ଏବଂ ଏହା ମଧ୍ୟଦେଇ ଯାତ୍ରା କରିବ | ଏହି ସ୍ୱତନ୍ତ୍ର…