ଧଣ୍ଡାମୁଣ୍ଡା ଜବହାର ଲାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଆତ୍ମରକ୍ଷା ତାଲିମ ଶିବିର ଉଦଘାଟିତ

ଖପ୍ରାଖୋଲ ୧୦/୧(ହେମସାଗର ସାହୁ) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଧଣ୍ଡାମୁଣ୍ଡା ଜବହାର ଲାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଛାତ୍ରୀ ଙ୍କ ପାଇଁ ଆତ୍ମରକ୍ଷା ତାଲିମ ଶିବିର ଶୁକ୍ରବାର ଉଦଘାଟିତ ହୋଇଯାଇଛି I ତାଲିମ କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ଅଧକ୍ଷ ଭୁବନେଶ୍ୱର…

ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ସରିବା ପରେ ଲୋକ ବୁଲିବେ ଷ୍ଟଲ

ଭୁବନେଶ୍ୱର : ଭୁବନେଶ୍ୱର ଜନତା ମଇଦାନ ଠାରେ ଆୟୋଜିତ ୩ ଦିନିଆ ୧୮ ତମ ପ୍ରବାସୀ ଭାରତୀୟ ସମ୍ମିଳନୀ ପରିପ୍ରେକ୍ଷୀରେ ଆୟୋଜିତ ହୋଇଥିବା ପ୍ରଦର୍ଶନୀ ଏବଂ ପ୍ରମୋସନାଲ ଷ୍ଟଲଗୁଡ଼ିକ ଜାନୁଆରୀ ୧୧ ଏବଂ ୧୨ ତାରିଖ ଦୁଇଦିନ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲା ରହିବ ବୋଲି…

ଟିପିଏସ୍ଓଡିଏଲ୍ ପକ୍ଷରୁ ଚତୁର୍ଥ ସ୍ଥାପନା ଦିବସ ଏବଂ “ଉଲ୍ଲାସ ୨୦୨୫” ପାଳିତ

ବ୍ରହ୍ମପୁର, ଜାନୁଆରୀ: ନୂତନ ବର୍ଷକୁ ସ୍ଵାଗତ କରିବା ସହ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ପକ୍ଷରୁ ଦକ୍ଷିଣ ଓଡ଼ିଶାରେ ଏହାର ଚତୁର୍ଥ ସ୍ଥାପନ ଦିବସ ସହ ବାର୍ଷିକ କର୍ମଚାରୀ ମିଳନ ଉତ୍ସବ "ଉଲ୍ଲାସ ୨୦୨୫" ପାଳିତ ହୋଇଛି। ଦକ୍ଷିଣ ଓଡ଼ିଶାର ବିଭିନ୍ନ…

ପୋଲିସର ଅଗଣତାନ୍ତ୍ରିକ କାର୍ଯ୍ୟ ବିରୁଦ୍ଧରେ ବିଜେଡି ପକ୍ଷରୁ ଡିଜିପିଙ୍କୁ ସ୍ମାରକପତ୍ର ପ୍ରଦାନ

 କିରିମିରା ବ୍ଲକ ଅନାସ୍ଥା ଭୋଟ ଘଟଣା ଭୁବନେଶ୍ୱର, ୧୦/୦୧/୨୦୨୫: ଝାରସୁଗୁଡ଼ା ଜିଲ୍ଲାର କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟକୁ ନ କରାଇଦେବା ପାଇଁ ପୋଲିସ୍ ଅଗଣତାନ୍ତ୍ରିକ, ବେଆଇନ ଓ ଗଣତନ୍ତ୍ରକୁ କଣ୍ଠରୋଧ କରିବା ବିରୁଦ୍ଧରେ ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକଙ୍କୁ ଭେଟି…

ଓଡ଼ଗାଁ ସାମ୍ବାଦିକ ସଙ୍ଘ ୨୦୨୫ ବନ୍ଧୁମିଳନ ଉତ୍ସବ

ପ୍ରାଶାସନିକ କ୍ଷେତ୍ରକୁ ଚଳଚଞ୍ଚଳ କରିବାରେ ସାମ୍ବାଦିକ ବନ୍ଧୁଙ୍କ ଭୁମିକା ଅତୁଳନୀୟ ଓଡ଼ଗାଁ,୧୦।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ସାମ୍ବାଦିକ ସଂଘ ପକ୍ଷରୁ କୁରାଳ ନିକଟସ୍ଥ ମା’ ବାଗଦେବୀ ପୀଠରେ ଆଜି ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଭାପତି ଅଶୋକ…

ସଂଗଠକ ପ୍ରଫୁଲ ଡାକୁଆଙ୍କ ଶ୍ରଦ୍ଧାଞ୍ଜଳି ସଭା

ଓଡ଼ଗାଁ,୧୦।୧(ଶ୍ରୀକାନ୍ତ କୁମାର ମିଶ୍ର): ଓଡଗାଁ ଛାମୁସାହିର ସ୍ୱର୍ଗତ ପ୍ରଫୁଲ କୁମାର ଡାକୁଆଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ବନ୍ଧୁ, ପରିଜନ, ସାଙ୍ଗ ଓ ଓଡ଼ଗାଁ ତଥା ନିକଟବର୍ତ୍ତୀ ଅଞ୍ଚଳର ଭଲପାଉଥିବା ହିତୈଷୀ ମାନଙ୍କୁ ନେଇ ଏକ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଯାଇଛି। କ୍ଷେତ୍ରବାସୀ ଡି ଏ…

ଜ଼ିଲ୍ଲାପାଳ ଙ୍କ ଜରିଆରେ ପାଞ୍ଚ ଦଫା ଦାବିପତ୍ର ପ୍ରଦାନ

ବିଜେପୁର /ସୁଶାନ୍ତ ସାହୁ ସଂଯୁକ୍ତ କୃଷକ ସଂଗଠନ ତରଫରୁ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଧାନ କିଣା ଅବ୍ୟବସ୍ଥା ପ୍ରସଙ୍ଗରେ ପାଞ୍ଚ ଦଫା ଦାବୀ ପତ୍ର ପ୍ରଦାନ କରିଛନ୍ତି। ଟୋକନ ସମସ୍ୟା, କଟନୀ ଛଟନି, ମାସ ମାସ ଧରି ମଣ୍ଡି ରେ ଧାନ ପଡି ରହିବା, ଦଲାଲ ରାଜ ଏବଂ ମିଲର ମାର୍ଜିରେ ଧାନ…

ପ୍ରାଚୀନ କାଳରୁ ଓଡ଼ିଶା ଜଗତୀକରଣର କେନ୍ଦ୍ରବିନ୍ଦୁ ପାଲଟିଛି – ଧର୍ମେନ୍ଦ୍ର ପ୍ରଧାନ

ପ୍ରବାସୀ ଭାରତୀୟ ସମ୍ମେଳନର ଉଦଯାପନୀ ସମାରୋହରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଜୟ ଜୟଶଙ୍କରଙ୍କୁ ଧନ୍ୟବାଦ ଭୁବନେଶ୍ୱର, ଜାନୁଆରୀ ୧୦ –…

ପ୍ରବାସୀ ଓଡ଼ିଆଙ୍କ ଉଦ୍ୟମରେ ୨୦୩୬ରେ ବିଶ୍ୱର ‘ହାପେନିଂ ପଏଣ୍ଟ୍’ ହେବ ଓଡ଼ିଶା- ଧର୍ମେନ୍ଦ୍ର ପ୍ରଧାନ

ପ୍ରବାସୀ ଓଡ଼ିଆଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ମତ ବିନିମୟ ଭୁବନେଶ୍ୱର, ଜାନୁଆରୀ ୧୦- ଓଡ଼ିଶାର ପରିଚୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ଆମେ ନିଜେ ଏବଂ ଅନ୍ୟମାନଙ୍କୁ ସ୍ୱାଭିମାନୀ, ସ୍ୱାବଲମ୍ବୀ ଓ ଆତ୍ମବିଶ୍ୱାସୀ ହେବାର ସଂକଳ୍ପ କରାଇଲେ ହିଁ ଓଡ଼ିଶାର ପରିଚୟ ବିଶ୍ୱ ଦରବାରରେ ବଢିବ…

ଭାବବିହ୍ଵଳ ପରିବେଶ ରେ ଲରିଆବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ବସନ୍ତକୁମାର ବିଶି ଙ୍କ ଅବସରକାଳୀନ…

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଲରିଆବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଶିକ୍ଷକ ବସନ୍ତକୁମାର ବିଶି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ପ୍ରଧାନଶିକ୍ଷକ ଜୀବର୍ଧନ ପଧାନ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବ୍ଲକ…