ଗୁଣ ସାର୍ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ।

ଅସ୍ତରଙ୍ଗ: ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଧିନ ସହନ ପ୍ରକ୍ଲପ ଊ ପ୍ରା,ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଗୁଣନିଧି ପଟ୍ଟନାୟକ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ବୁଧବାର ଦିନ ଅନୁଷ୍ଠିତ ହୋଇ ଜାଇ ଅଛି । ବିଦ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅସ୍ତରଙ୍ଗ ବ୍ଲକ ର ଅବସରପ୍ରାପ୍ତ…

ଗୋଷ୍ଠୀସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ୨୦୨୫

ଟିଟିଲାଗଡ଼:- ଶାସକ ପ୍ରଶାସକ (ଘନଶ୍ୟାମ ନାଗ)ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ଗୋଷ୍ଠୀ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ପରାସରା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଇଚଗାଁ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଅତିରିକ୍ତ ଗୋଷ୍ଠୀ…

ରାଜ୍ୟପାଳଙ୍କ ଦ୍ଵାରା ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ , ପାରଳାଖେମୁଣ୍ଡିରେ (AIU) ଜାତୀୟ ମହିଳା ଛାତ୍ର ସଂସଦ ୨୦୨୪-୨୫ର…

https://youtu.be/vOdNNSA6zrQ  ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜାତୀୟ ମହିଳା ଛାତ୍ର ସଂସଦର (AIU) ତୃତୀୟା ସଂସ୍କରଣକୁ ଓଡିଶାର ମହାମହିମ ରାଜ୍ୟପାଳ ଡ଼.ହରି ବାବୁ କମ୍ଭମ୍ପତିଙ୍କ ଦ୍ଵାରା ସେଞ୍ଚୁରିଅନ୍ ବିଶ୍ଵବିଦ୍ୟାଳୟ ପାରଳାଖେମୁଣ୍ଡି , ଗଜପତିରେ ଉଦ୍‌ଘାଟିତ ହୋଇଛି।…

ସୋଆ ଆଇବିସିଏସ୍ ପକ୍ଷରୁ ଏସ୍‌ପିଏସ୍‌ଏସ୍ ସମ୍ପର୍କିତ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ ୨ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ପକ୍ଷରୁ ‘ଷ୍ଟାଟିଷ୍ଟିକାଲ ଡାଟା ଆନାଲିସିସ୍ ୟୁଜିଂ ଷ୍ଟାଟିଷ୍ଟିକାଲ୍ ପ୍ୟାକେଜ ଫର ସୋସିଆଲ୍ ସାଇନ୍‌ସେସ୍‌’ ଶୀର୍ଷକ ଏକ କର୍ମଶାଳା ଆୟୋଜିତ…

ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ର ରେ ପ୍ରବେଶ ଉତ୍ସଵ ଏବଂ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ l

ଟିଟିଲାଗଡ଼:-02/04 ଶାସକ ପ୍ରଶାସକ (ଘନଶ୍ୟାମ ନାଗ) ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ବ୍ଲକର ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟ ରେ ପ୍ରବେଶ ଉତ୍ସଵ ଏବଂ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଓଡ଼ିଶା ରାଜ୍ୟ ସରକାରଙ୍କ ଓଡିଶା ବିଦ୍ୟାଳୟ ଶିକ୍ଷା…

ଡୁଙ୍ଗୁରିପାଲି ବ୍ଲକ ରେ ଗଡିଲା ଶିକ୍ଷା ସଚେତନତା ରଥ

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ର ବିଭିନ୍ନ ଗାଁ ରେ ଶିକ୍ଷାସଚେତନତା ରଥ ଗଡିଛି l ପ୍ରଥମେ ରାମପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅବସରରେ ବିଦ୍ୟାଳୟରେ ସମ୍ମୁଖରେ ଶିକ୍ଷା ସଚେତନତା…

ଉଚ୍ଚପ୍ରାଥମିକ ବିଦ୍ୟାଳୟ ଗଜବନ୍ଧ ରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ଡ଼ୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନଶିକ୍ଷକ ହାରାଧନ ବେରିଆ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ…

ସୁବର୍ଣ୍ଣପୁର ଜିଲ୍ଲାରେ ଓଡ଼ିଆ ପକ୍ଷ ପାଳନ

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ)ଓଡିଶା ସରକାରଙ୍କ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦେଶ କ୍ରମେ ରାଜ୍ୟର ସମସ୍ତ ଜିଲ୍ଲାସ୍ତରରେ ଅପ୍ରେଲ ୧ ତାରିଖ ଠାରୁ ଅପ୍ରେଲ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ପକ୍ଷ…

ଜିଲ୍ଲାସ୍ତରୀୟ ଶିକ୍ଷା ସଚେତନତା ରଥ , ଖଡ଼ି ଛୁଆଁ ଓ ଶିଶୁ ବାଟିକା ଶୁଭାରମ୍ଭ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଏବଂ ବିଦ୍ୟାଳୟରେ ପିଲାଙ୍କ ଶିକ୍ଷା ସଚେତନତା ରଥ , ଖଡ଼ି ଛୁଆଁ ଓ ଶିଶୁ ବାଟିକା ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ଗଜପତି ଜିଲ୍ଲାର ଛାତ୍ରଛାତ୍ରୀଙ୍କ ନାମଲେଖାକୁ ସ୍ମରଣୀୟ…

ଦୁଇ ମାସ ଯାଇନି କଂକ୍ରିଟ ରାସ୍ତା ଫାଟି ଆଁ କଲାଣି।

ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଏମିତି , ଅନ୍ୟ ଅଂଚଳ କଥା କଣ କହିବା ! କେନ୍ଦୁଝର/ ଦିଲ୍ଲୀପ ସାହୁ ,ତା୧/୪- ରାଜ୍ୟରେ ସରକାର ପରିବର୍ତ୍ତନ ହେବାର ୯ ମାସ ବିତି ସାରିଲାଣି ତଥାପି ଠିକାଦାର ପ୍ରୀତି ଚାଲିଥିବା ଅଭିଯୋଗ ହେଉ ଥିଲା ଯାହାର ସତ୍ୟତା ପାଟଣାରେ ପ୍ରମାଣିତ ହୋଇଛି। ପାଟଣା ବଜାର ମୁଖ୍ୟ…