ଜିଲ୍ଲାସ୍ତରୀୟ ୧୮ ତମ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ

https://youtu.be/J10-W0hQozQ  ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ମହାରାଜା ଶ୍ରୀ ଗୌରଚନ୍ଦ୍ର ଗଜପତି ସଭାକକ୍ଷ ଠାରେ ଆଜି (ବୁଧବାର) ଭୁବନେଶ୍ୱର ସ୍ଥିତ ଓଡ଼ିଶା ବିଦ୍ୟାଳୟ ଶିକ୍ଷା…

ବିଭିନ୍ନ ଦାବିରେ ଚାଷୀଙ୍କ ରଣହୁଙ୍କାର,ପଦଯାତ୍ରା ।

ବେଲଗୁଣ୍ଠା -(ଶିବରାମ ଚୌଧୁରୀ )-ବିଭିନ୍ନ ଦାବି ନେଇ ବେଲଗୁଣ୍ଠା ବ୍ଳକ ନୃସିଂହ ନାଥ କୃଷକ ସଂଗଠନ ତରଫରୁ ଆଜି ଏକ ବିଶାଳ ପଦଯାତ୍ରା ପୂର୍ବକ ରଣହୁଙ୍କାର ଦିଆଯାଇଛି ।ଏଥି ସହିତ ଭଞ୍ଜନଗର ଉପଜିଲ୍ଲାପାଳଙ୍କ ମାଧ୍ୟମରେ ସରକାରଙ୍କୁ ଏକ ୯ ଦଫା ଦାବି ପ୍ରଦାନ କରାଯାଇଛି ।ଗତ ୨୯ ଡିସେମ୍ବରରେ…

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ୨୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ।

 ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଳକ ଅନ୍ତର୍ଗତ ସ୍ଥାନୀୟ ହନୁମାନ ବାଟିକା ରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ୨୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସର ରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ବିଜେପି ଉପ ସଭାପତି ଗୋଲକ ପ୍ରସାଦ ମହାପାତ୍ର ମୁଖ୍ୟ ବକ୍ତା ଭାବେ…

୧୯୯୯ ମସିହାରେ ଡିଏମ ସ୍କୁଲ ଭୁବନେଶ୍ୱରରୁ ସ୍ନାତକୋତ୍ତର ର ୨୫ ବର୍ଷ ପୂର୍ତ୍ତି ପାଳିତ

ଭୁବନେଶ୍ୱର : ଡି ଏମ ସ୍କୁଲ ଭୁବନେଶ୍ୱରର ୧୯୯୯ ରେ ଦଶମ ପାସ କରିଥିବା ଛାତ୍ରଛାତ୍ରୀମାନେ ସେମାନଙ୍କ ବିଦ୍ୟାଳୟରୁ ପାସ୍ କରିବାର 25 ବର୍ଷ ପାଳନ କରିଥିଲେ| ଆରଆଇଇକ୍ୟାମ୍ପସରେ, ଡି ଏମ ସ୍କୁଲ ପ୍ରାଙ୍ଗଣରେ, ଏହି ଉତ୍ସବ ଅନୁଷ୍ଠିତ ହୋଇଥିଲା| ଏହି ମିଳନରେ ୬୦ ରୁ ଉର୍ଧ ଛାତ୍ରଛାତ୍ରୀ ଯୋଗ…

ରାଜଭବନ ଉଦ୍ୟାନ ୧୩ ଜାନୁଆରୀରୁ ୨୨ ଜାନୁଆରୀ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲା ରହିବ

ମୋବାଇଲ ଆପ୍ ପଂଜିକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ଅନୁମତି FILE PHOTO ଭୁବନେଶ୍ୱର,ତା ୦୮.୦୧.୨୦୨୫ –ଭୁବନେଶ୍ୱର ରାଜଭବନ ଉଦ୍ୟାନ ଚଳିତ ଜାନୁଆରୀ ମାସ ୧୩ ରୁ ୨୨ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲା ରହିବ ବୋଲି ନିଷ୍ପତି ନିଆଯାଇଛି । କେବଳ ମୋବାଇଲ୍ ଆପ୍…

ବ୍ଲକସ୍ତରୀୟ ପ୍ରବାସୀ ଭାରତୀୟ ଦିବସ ପାଳିତ

ଖପ୍ରାଖୋଲ:-07/01(ହେମସାଗର ସାହୁ):-ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଘୁନସରଠାରେ ବ୍ଲକ ସ୍ତରୀୟ ପ୍ରବାସି ଭାରତୀୟ ଦିବସ ପାଳିତ ହୋଇ ଯାଇଛି ! ଏହି ଉତ୍ସବ ପାଳନ ଅବସରରେ ଖପ୍ରାଖୋଲ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ସାତ ଗୋଟି ଇଭେଣ୍ଟ କୁ ନେଇ ପ୍ରତି…

ଜିଲ୍ଲାସ୍ତରୀୟ ଧାନ କ୍ରୟ ମଣ୍ଡିର ଶୁଭ ଉଦଘାଟନ

https://youtu.be/i2lkYxrKh1s  ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ନିୟନ୍ତ୍ରିତ ବଜାର କମିଟି ଠାରେ ଜିଲ୍ଲାସ୍ତରୀୟ ଖରିଫ ୨୦୨୪-୨୫ ଧାନ କ୍ରୟ ମଣ୍ଡିକୁ ଆଜି ( ମଙ୍ଗଳବାର) ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ…

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ( ମଙ୍ଗଳବାର) ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଓଡ଼ଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ରାଶି ବଣ୍ଟନ କରାଯାଇଅଛି। ଏହି କାର୍ଯ୍ୟକ୍ରମରେ…

ଗୁଣପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍ଘାଟିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି । +୨ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ପାଇଁ ଏ କାର୍ଯ୍ୟକ୍ରମ ଉଦ୍ଦିଷ୍ଟ । ଏଥିରେ ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀଯୁକ୍ତ ଶଶୀଭୂଷଣ ମହାନ୍ତି ସଭାପତିତ୍ବ…

ଅସହାୟ ବୃଦ୍ଧାଙ୍କୁ ଉଦ୍ଧାର କଲେ ଜ଼ିଲ୍ଲାପରିଷଦ ସୁଶାନ୍ତ ଗଡ଼ତିଆ ଏବଂ ଯୁବ ସାମ୍ବାଦିକ ସୁଶାନ୍ତ ସାହୁ

 https://youtu.be/QCH2D1W2LAQ   ବିଜେପୁର :-ବରଗଡ ଜ଼ିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ସାଇପାଲି ରାସ୍ତାରେ ଦୀର୍ଘ ଏକ ମାସ ହେବ ଜଣେ ଅଜଣା ବୃଦ୍ଧ ଅନାହାରରେ ରୁଗ୍ଣ ଅବସ୍ଥାରେ ଭିକ୍ଷାବୃତ୍ତି କରି ଦିନ କାଟୁଥିଲେ l ଖବର ପାଇଁ ବିଜେପୁର ଜୋନ ୨ର ଜ଼ିଲ୍ଲାପରିଷଦ  ସଦସ୍ୟ ସୁଶାନ୍ତ…