ଅନ୍ତୋଦୟ ଗୃହ ଯୋଜନା ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିଜେପୁର :-ବିଜେପୁର ବ୍ଲକ ପରିସରରେ ଭର୍ଚୁଆଲ ମୋଡ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲ୍ଲାରେ ଆସି ହିତାଧିକାରୀଙ୍କୁ ଗୃହ ନିର୍ମାଣ କାର୍ଯ୍ୟାଦେଶ ପ୍ରଦାନ କାର୍ଯ୍ୟକ୍ରମ କୁ ସିଧା ପ୍ରସାରଣ କରାଯାଇଥିଲା । ରାଜ୍ୟ ସରକାରଙ୍କ ପକ୍ଷରୁ ଅନ୍ତୋଦୋୟ ଗୃହ ଯୋଜନା ରେ…