ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରାଷ୍ଟ୍ରୀୟ ହିନ୍ଦୁ ନବ ବର୍ଷ ପାଳିତ।
ପଦ୍ମପୁର :- ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରାଷ୍ଟ୍ରୀୟ ହିନ୍ଦୁ ନବ ବର୍ଷ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଅତିଥିଙ୍କର ପରିଚୟ ପ୍ରଦାନ କରିବା ସହିତ ହିନ୍ଦୁ ନବ ବର୍ଷର ପୈାରାଣିକ…