ନାସିଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲvକ ଅନ୍ତର୍ଗତ ନାସିଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା l ଉକ୍ତ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଯୁକ୍ତ ପବିତ୍ର ମୋହନ ସାହୁ…