ବୀମାଭୁକ୍ତ ଚାଷୀ ମାନଙ୍କ ପାଇଁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ସମୟ ଅବଧି କେନ୍ଦ୍ର ସରକାର ଆଉ ତିନି ଦିନ…
ବୀମାଭୁକ୍ତ ଚାଷୀମାନେ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀ ମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇ ପାରିବେ
ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ଚାଷୀମାନେ ଫସଲ…