ନବରଙ୍ଗପୁରଠାରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା

ନବରଙ୍ଗପୁର, ଅଶୋକ ସାହୁ, ନବରଙ୍ଗପୁର, ଶାସକ ପ୍ରଶାସକ,୨୫/ ୦୩ /୨୫:ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ନିୟୋଜନ ତଥା ଦକ୍ଷତା ବିକାଶ ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ସ୍ଥାନୀୟ ରାଜା ଚୈତନ୍ୟ ଦେବ ଉଚ୍ଚ ବିଦ୍ୟାଳୟର ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଡଃ ଶୁଭଙ୍କର…

ଗିର୍ଲିଗୁଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୫/୦୩/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଚଚରାଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଗିର୍ଲିଗୁଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ଆମ ସଂସ୍କୃତି ଓ ଆମ ଖେଳନା ଆନୁକୂଲ୍ୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏବିଇଓ ଭଗବାନ ମାଝୀଙ୍କ…

ମୌଳିକ ସାକ୍ଷରତା ପରୀକ୍ଷା ଅନୁଷ୍ଠିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୨୫/୦୩/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ୮ ଟି କ୍ଲଷ୍ଟର ର ୧୬ ଗୋଟି ବିଦ୍ୟାଳୟ ରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଆନୁକୂଲ୍ୟରେ ମୌଳିକ ସାକ୍ଷରତା ପରୀକ୍ଷା ୨୦୨୫…

ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଶିକ୍ଷା ବିଭାଗ ତରଫରୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )- ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟର ଶିକ୍ଷା ବିଭାଗ ତରଫରୁ ଅଧ୍ୟକ୍ଷ ଅଜିତ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ତୃତୀୟ ବର୍ଷ ଛାତ୍ରୀ ମାନଙ୍କର ବିଦାୟ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ସନ୍ତୋଷ…

ପିଆରଏସ୍‍ଆଇ ଭୁବନେଶ୍ୱର ଚାପ୍ଟରର ନୂତନ ଅଧ୍ୟକ୍ଷ ଓ କାର୍ଯ୍ୟକର୍ତ୍ତା ନିର୍ବାଚିତ

ଭୁବନେଶ୍ୱର: ପବ୍ଲିକ ରିଲେସନ୍ସ ସୋସାଇଟି ଅଫ ଇଣ୍ଡିଆ (ପିଆରଏସ୍‍ଆଇ) ଭୁବନେଶ୍ୱର ଚାପ୍ଟରର ୬ଷ୍ଠ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‍)ରେ ସର୍ବସମ୍ମତିକ୍ରମେ ଏହାର ପରବର୍ତ୍ତୀ ଦୁଇବର୍ଷ ପାଇଁ ନୂତନ ଅଧ୍ୟକ୍ଷ ଏବଂ ଅନ୍ୟ ପ୍ରମୁଖ କାର୍ଯ୍ୟକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ଯୁବସୁଲଭ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଶିଆଳି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର…

ଗର୍ଭଣା ଛକ ରେ ଅଜଣା ଗାଡି ଧକ୍କାରେ ଜଣଙ୍କ ମୃତ୍ୟୁ

 ସୋହେଲା :-ବରଗଡ ଜିଲ୍ଲା ସୋହେଲା ଥାନା ଅନ୍ତର୍ଗତ କନଗାଁ ର ଲଳିତ ମୋହନ ବାରିକ ବୟସ ପ୍ରାୟ ଷାଠିଏ କାଲି ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ କାମ ସାରି ଘରକୁ ସାଇକେଲରେ ଫେରୁଥିବା ବେଳେ ଗର୍ଭନା ଛକରେ ଗୋଟିଏ ଅଜଣା ଗାଡ଼ି ଦୃତ ଗତିରେ ଆସି ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଲଲିତ ଛିଟିକି ପଡ଼ି…

ରାୟଗଡା ଅଟୋନୋମସ୍ କଲେଜରେ ଯୁବ ସଂସ୍କାର କାର୍ଯ୍ୟକ୍ରମ ଆୟୋଜିତ

ରାୟଗଡା,:- ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗର ନିର୍ଦ୍ଦେଶନାଏ, ରାୟଗଡା ଅଟୋନୋମସ୍ କଲେଜରେ ମାସିକ ଯୁବ ସଂସ୍କାର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ସଭାରେ ବାଳ୍ୟ ବିବାହ ନିଷେଧ ଏବଂ ତାହାର ସ୍ୱାସ୍ଥ୍ୟ ସମସ୍ୟାଗୁଡ଼ିକ ବିଷୟରେ ଉଲ୍ଲେଖନୀୟ ଉପସ୍ଥାପନ କରିଥିଲେ ରାୟଗଡା SDPO ଶ୍ରୀ…

ଜିଲ୍ଲାସ୍ତରୀୟ ବିଶ୍ଵ ଜଳ ଦିବସ ୨୦୨୫ ସମ୍ମିଳନୀ ଅନୁଷ୍ଠିତ l

ରାୟଗଡ:-ତା.୨୪/୦୩/୨୦୨୫- ରାୟଗଡ଼ା ଜିଲ୍ଲାର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ବିଶ୍ଵ ଜଳ ଦିବସ ଗତ ତା ୨୨/୦୩/୨୦୨୫ ରିଖରେ ପାଳନ କରାଯାଇଅଛି। ଏହି ସମାରୋହରେ ମୁଖ୍ୟ ଅତିଥଭାବେ ଅତିରିକ୍ତ ଜିଲ୍ଲାପାଳ, ରାୟଗଡ଼ା, ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାଏକ,ଅଧିକ୍ଷଣ ଯନ୍ତ୍ରୀ,…

କେନ୍ଦୁପତ୍ର ଉନ୍ନୟନ ପରିଷଦ ( କେଏଲଡିବି) କୁ ପଦ୍ମପୁର ଶ୍ରମିକ ନେତା ଶ୍ରୀ କୋକିଲ ସାହୁ ମନୋନୀତ ।।

ଝାରବନ୍ଧ-ମନୋହର ଦାଶ: ରାଜ୍ଯ ସରକାରଙ୍କ ଦ୍ବାରା ପୁନର୍ଗଠିତ କେନ୍ଦୁପତ୍ର ଉନ୍ନୟନ ପରିଷଦ ( କେଏଲଡିବି ) ରେ ଜଣେ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ଯ ଭାବେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ପଦ୍ମପୁର ଡିଭିଜନର ନେତା ଶ୍ରୀ କୋକିଲ ସାହୁଙ୍କୁ ରାଜ୍ଯ ସରକାର ମନୋନୀତ କରିଛନ୍ତି । ଓଡ଼ିଶାର…