ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିୟୋଗରେ ଘୁ.ଉଦୟଗିରି କଂଗ୍ରେସ ପକ୍ଷରୁ ଶୋକସଭା ଅନୁଷ୍ଠିତ
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ମନମୋହନ ସିଂଙ୍କ ବିୟୋଗରେ ସ୍ଥାନୀୟ ଗାନ୍ଧୀ ଛକ ଠାରେ ପୂର୍ବତନ ନଗର କଂଗ୍ରେସ ସଭାପତି ଗଗନ କୁମାର ପ୍ରଧାନ ଙ୍କ ନେତୃତ୍ୱରେ ଘୁ.ଉଦୟଗିରି କଂଗ୍ରେସ ପକ୍ଷରୁ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି I ଏହି ଶୋକ ସଭାରେ…